ଆଜି ରାଜଧାନୀରୁ ୨୯ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୪୫୦ରେ ପହଞ୍ଚିଥିବା ବେଳେ ୩୧,୯୦୮ ଜଣ ସୁସ୍ଥ ହୋଇଛନ୍ତି। ୨୭୧ ଜଣ ଚିକିିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୪/୧(ଅନିଲ ଦାସ):ରାଜ୍ୟ ସରକାର ଗତ ଡିସେମ୍ବରରେ ହୋଇଥିବା ‘ଅଦିନିଆ ବର୍ଷା’କୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଯୋଗୁ ବ୍ୟାପକ ଫସଲ କ୍ଷୟକ୍ଷତିକୁ...

ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ

ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍‌ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି...

ପ୍ରୋଟକଲ୍‌ ଭାଙ୍ଗିଲେ ମୁଖମନ୍ତ୍ରୀ: ନାନୋ ଚଲାଇଲେ କେଭି ସିଂହଦେ, ପାଖରେ ମୋହନ

ଭୁବନେଶ୍ୱର,୩।୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଶୁକ୍ରବାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାନୋ କାରରେ ବସି ବରମୁଣ୍ଡା ପଡିଆରୁ ଲୋକସେବା...

ସୁଭଦ୍ରାକୁ ନେଇ ବଡ଼ ଖବର, ଏକାଠି ମିଳିବ ୨ଟି କିସ୍ତି

ଭୁବନେଶ୍ୱର,୩।୧: ସୁଭଦ୍ରାକୁ ନେଇ ଆସିଛି ବଡ଼ ଖବର। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ...

ବାଜିଲା କ୍ୟାବିନେଟ୍‌ ମୋହର: ଏଣିକି ୩୫୦୦ ଟଙ୍କା ଭତ୍ତା ପାଇବେ…

ଭୁବନେଶ୍ୱର,୩।୧:ବାଜିଲା ମୋହର। ବଢ଼ିଲା ଭତ୍ତା। ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ।...

ବଜେଟ୍ ପାଇଁ ସାଧାରଣ ଲୋକଙ୍କଠାରୁ ପାରମର୍ଶ ମାଗିଲେ ସରକାର, ଦିଅନ୍ତୁ ନିଜର ମତାମତ

ଭୁବନେଶ୍ୱର,୩।୧: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧ୍ ମାନଙ୍କର ମତାମତ ନେଇ ବିଜେଟ୍‌ର ପୂର୍ବ ପ୍ରସ୍ତୁତି କରିଆସୁଛନ୍ତି । ବିଗତ ବର୍ଷ ମାନଙ୍କରେ ବଜେଟ୍...

ଆଳୁ ଉପରେ ତାଙ୍କର ଅଧିକାର ଅଛି: ଜିନ୍ନତ କ’ଣ ପଶ୍ଚିମବଙ୍ଗ ଆଳୁ? କାହିଁକି ଏମିତି କହିଲେ ମନ୍ତ୍ରୀ

ଭୁବନେଶ୍ୱର,୩।୧: ବାଘୁଣୀ ଜିନ୍ନତ୍‌ ପ୍ରସଙ୍ଗରେ ପଶ୍ଚିମବଙ୍ଗ ସରକାରଙ୍କୁ କଟାକ୍ଷ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ସେ ଜିନ୍ନତ୍‌କୁ ଫେରାଇବା...

‘ଜିନ୍ନତ’କୁ ଓଡ଼ିଶା ଫେରାଇ ଆଣିବାକୁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୩।୧: ଓଡ଼ିଶା ଛାଡ଼ି ପ୍ରଥମେ ଝାଡ଼ଖଣ୍ଡ ଓ ପରେ ପଶ୍ଚିମବଙ୍ଗ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିଛି। ଯମୁନା ରହୁଥିବା ଏନ୍‌କ୍ଲୋଜର ମଧ୍ୟରେ ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri