ଯୁକ୍ତ୨ କଳା, ବାଣିଜ୍ୟ କରେସପଣ୍ଡେନ୍ସ କୋର୍ସ ନାମଲେଖା, ୨୧ରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ କଳା ଓ ବାଣିଜ୍ୟ ଆନୁଷଙ୍ଗିକ ବିଷୟ(କରେସପଣ୍ଡେନ୍ସ କୋର୍ସ)ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସାମ୍ସ ପୋର୍ଟାଲରେ ୨୧ ତାରିଖ ପୂର୍ବାହ୍ନ ୧୧ଟାରେ କମନ ଆପ୍ଲିକେଶନ ଫର୍ମ ଉପଲବ୍ଧ ହେବ। ଛାତ୍ରୀଛାତ୍ର ୩୧ତାରିଖ ରାତି ୧୧ଟା ୫୦ ମଧ୍ୟରେ ଆବେଦନ କରିପାରିବେ। ଜାନୁୟାରୀ ୫ ଅପରାହ୍ନ ୨ଟାରେ ମନୋନୀତ ଛାତ୍ରୀଛାତ୍ରଙ୍କ ତାଲିକା ପ୍ରକାଶ ପାଇବ। ତେବେ ଦ୍ୱିତୀୟ ପର୍ଯ୍ୟାୟରେ କେଉଁମାନେ ଆବେଦନ କରିପାରିବେ ସେ ନେଇ ମଧ୍ୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ...

ସରକାରଙ୍କ ବଡ଼ ଘୋଷଣା, କମିବ ପେଟ୍ରୋଲ ଦର, ଓଡ଼ିଶାର ଏହିସବୁ ଅଞ୍ଚଳକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୯।୧୦: କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ...

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌: ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର,୨୯।୧୦: ଦିନକ ପରେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ...

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ସନ୍ଧ୍ୟା ୭ରୁ…

ଭୁବନେଶ୍ୱର, ୨୯।୧୦ (ବନ୍ଦନା ସେଠୀ)- ଆଲୋକର ପର୍ବ ଦୀପାବଳିକୁ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମଙ୍ଗଳବାର ଗାଇଡଲାଇନ...

ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର...

ମହିଳା ଯାତ୍ରୀଙ୍କୁ ଧକ୍କା ଦେଇ ଛାତି ଉପରେ ଚଢ଼ିଗଲା ‘ମୋ ବସ୍‌’

କଟକ,୨୯ା୧୦ (କାର୍ତ୍ତିକ ସାହୁ) କଟକ ନେତାଜୀ ବସ୍‌ ଟର୍ମିନାଲ (ସିଏନ୍‌ବିଟି) ଭିତରେ ମୋ ବସ୍‌ (ଓଡି-୩୩-ଭି-୨୮୯୫) ଚଢ଼ିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ...

କେବେ ଦୀପାବଳି? ମୁକ୍ତିମଣ୍ଡପର ନିଷ୍ପତ୍ତ ପରେ କାଶୀ ପଣ୍ଡିତଙ୍କ ମଧ୍ୟରେ ସୃଷ୍ଟିହେଲା ଝଡ

ନୂଆଦିଲ୍ଲୀ,୨୯।୧୦: ଦୀପାବଳି କେବେ ? ଅକ୍ଟୋବର ୩୧ କିମ୍ବା ନଭେମ୍ବର ୧? ଏହାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri