ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ୨ୟ ଟ୍ରାଏଲ ରନ୍‌

ପୁରୀ,୨୧ା୯(ଅଜିତ୍‌ ମହାନ୍ତି)ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ବୁଧବାର ପୁରୀରୁ ରାଉଲକେଲାକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ଅନୁଷ୍ଠିତ ହୋଇଛି। ଭୋର ୫ଟାରେ ଏହି ଟ୍ରେନ୍‌ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ ମିନିଟ୍‌ରେ ରାଉରକେଲାରେ ପହଞ୍ଚତ୍ଥିଲା। ସେହିପରି ଏହା ଅପରାହ୍ନ ୨ଟା ୧୦ରେ ରାଉରକେଲାରୁ ବାହାରି ରାତି ୯ଟା ୪୦ରେ ପୁରୀରେ ପହଞ୍ଚତ୍ିଥିଲା। ଟ୍ରାଏଲ ରନ୍‌ ଅବସରରେ ଟ୍ରେନ୍‌ଟି ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ସିଟି ଓ ଝାରସୁଗୁଡ଼ା ଆଦି ୧୦ଟି ଷ୍ଟେଶନରେ ୨ ମିନିଟ୍‌ ଲେଖାଏ ରହିଥିଲା। କେବଳ ଭୁବନେଶ୍ୱର ଷ୍ଟେଶନରେ ୫ ମିନିଟ୍‌ ରହିଥିଲା।
ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଓ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ଦେଇଆସୁଛି ବନ୍ଦେ ଭାରତ ଏକ୍ସପ୍ରେସ୍‌। ପୁରୀରୁ ରାଉଲକେଲାକୁ ସଂଯୋଗ କରିବା ପାଇଁ ରେଳବିଭାଗ ପକ୍ଷରୁ ହୋଇଥିବା ଏଭଳି ପ୍ରୟାସ ଭଲ ପଦକ୍ଷେପ ବୋଲି ଯାତ୍ରୀମାନେ କହିଛନ୍ତି। ନୂଆଖାଇରେ ଟ୍ରେନ୍‌ର ଦ୍ୱିତୀୟ ଟ୍ରାଏଲ ରନ୍‌ ହୋଇଥିବାରୁ ରାଉଲକେଲାବାସୀ ଖୁସି ବ୍ୟକ୍ତ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri