ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ ରାଜ୍ୟ ସୀମା ସିଲ କରାଯାଇ ଯାଞ୍ଚ ଜାରି ରହିଛି। ଏହି କ୍ରମରେ ନୂଆପଡ଼ା ଜିଲା ଖରିଆର ରୋଡ ଜୋଙ୍କ ନଦୀକୂଳ ଜଲାରାମ ମନ୍ଦିର ପାଖରେ ଓଡ଼ିଶା-ଛତିଶଗଡ଼ ସୀମା ସିଲ୍‌ କରାଯାଇ ସମସ୍ତ ଯାନବାହନ ତନଖି କରାଯାଉଛି। ଗୁରୁବାର ସନ୍ଧ୍ୟାରେ ପୋଲିସ, ଅବକାରୀ ଓ ବନ ବିଭାଗର ମିଳିତ ଯାଞ୍ଚ ସମୟରେ ଏକ ପିକ୍‌ଅପ ଭ୍ୟାନରେ ଥିବା ମହମ୍ମଦ ଆକବର (୩୧)ଙ୍କଠାରୁ ୩ ଲକ୍ଷ ୬୯ ହଜାର ଟଙ୍କା ଜବତ କରାଯାଇଛି। ଆକବରଙ୍କ ଘର ଛତିଶଗଡ ଦୁର୍ଗ ଖୁର୍ସିପୁର ଥାନା ବାଲାଜୀ ନଗର ଗ୍ରାମର ବୋଲି ଜଣାପଡିଛି। ସେ ଏତେ ଟଙ୍କା କେଉଁଠୁ ଆଣିଲେ ଓ କୁଆଡେ ଯାଉଥିଲେ ସେ ନେଇ ଠିକ୍‌ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଜୋଙ୍କ ଥାନାରେ ଅଟକ ରଖି ପଚାରାଉଚରା କରାଯାଉଛି ବୋଲି ଥାନା ଅଧିକାରୀ ଗୁରୁଦେବ କର୍ମୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ,...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କରିଥିଲେ ଅପହରଣ, ତା’ପରେ…

ହିଞ୍ଜିଳିକାଟୁ, ୨୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିବା ଅଭିଯୋଗରେ ସାଢ଼େ ୪ମାସ ପରେ ଅଭିଯୁକ୍ତଙ୍କୁ ଆନ୍ଦ୍ରପ୍ରଦେଶଠାରୁ...

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି।...

ସିକକେତା ଗ୍ରାମରେ ନୂଆ ଚର୍ଚ୍ଚଗୃହ

ଦାରିଙ୍ଗବାଡି, ୨୫୧୧ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ସିକକେତା ଠାରେ କ୍ୟାଥୋଲିକ ମଣ୍ଡଳୀର ଏକ ଚର୍ଚ୍ଚ ଗୃହର ଶୁଭାରମ୍ଭ ହୋଇଛି। ଏହାକୁ...

ଅନୁଗୋଳରୁ ୟୁପିକୁ ହେଉଥିଲା ଚାଲାଣ: ଧରାପଡ଼ିଲା ୩୦ ବସ୍ତା ଗଞ୍ଜେଇ

ସୁନ୍ଦରଗଡ଼,୨୫।୧୧: ସୁନ୍ଦରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସର ଏକ ଟିମ୍‌ ଚଢାଉ କରି ୩୦ ବସ୍ତା ଗଞ୍ଜେଇ ଜବତ...

ବହୁଚର୍ଚ୍ଚିତ ଅଭିମନ୍ୟୁ ହତ୍ୟା ମାମଲା: ଆସିଲା ରାୟ…

ବାଲିଗୁଡା,୨୫।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ସୋମବାର ରାୟ ଶୁଣାଇଛନ୍ତି...

ବେଳାଭୂମିରେ ବିରାଟକାୟ ବିରାଟକାୟ ସାର୍କ: ଦଖିବାକୁ ଲୋକଙ୍କ….

ଚିକିଟି,୨୫।୧୧: ଗଞ୍ଜାମ ଜିଲା ଚିକିଟି ସୋନପୁର ବେଳାଭୂମିରେ ବିରାଟକାୟ ସାର୍କ ଦେଖିବାକୁ ମିଳିଛି। ଆହତ ଅବସ୍ଥାରେ ସମୁଦ୍ର ବେଳାଭୂମିରେ ଏହି ସାର୍କ ଲାଗିଛି। ଖବରପାଇ ବନ...

ହୋଟେଲ ସଙ୍ଘକୁ ପାଠ ପଢ଼ାଇଲେ ନୂତନ ଆଇଆଇସି ସଠିକ ତଥ୍ୟ, ସିସି କ୍ୟାମେରା ଓ ଉତ୍ତମ ବ୍ୟବହାରକୁ ଗୁରୁତ୍ୱ

ଦାରିଙ୍ଗବାଡି, ୨୫।୧୧ (ଅରୁଣ ସାହୁ): କାନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ରବିବାର ହୋଟେଲ ସଙ୍ଘ ଓ ନୂତନ ଭାବେ ଥାନାରେ ଦାୟିତ୍ୱ ଗ୍ରହଣ କରିଥିବା ଆଇଆଇସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri