ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍ଲାଇନ ସିଏଫ୍ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୟ ପର୍ଯ୍ୟାୟ ନାମଲେଖା ୧୬ରୁ ୧୯ ପର୍ଯ୍ୟନ୍ତ ଚାଲିବ।