ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଲା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହୋଇଛି। ପ୍ରଥମ କଟ୍‌ ଅଫ୍‌ ମାର୍କରେ ମନୋନୀତ ହୋଇଥିବା ଛତ୍ରୀଛାତ୍ରମାନେ ନାମ ଲେଖାଇଛନ୍ତି। ତେବେ ଆସନ୍ତା ୨୨ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବ। ୨୨ରୁ ୨୯ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ମନୋନୀତ ଛାତ୍ରୀଛାତ୍ରମାନେ ଫି’ ଦାଖଲ କରିବେ ଓ ୨୭ରୁ ନଭେମ୍ବର ୩ ଅପରାହ୍ନ ୫ଟା ମଧ୍ୟରେ ନାମ ଲେଖାଇବେ।

Share