ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ମୋଟ ୩୦ଲିଟର ବେଆଇନ ମହୁଲି ମଦକୁ ଜବତ କରିଛି। ଏହିଘଟଣାରେ ୨ ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଅବକାରୀ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫବ୍ୟକ୍ତି ହେଉଛନ୍ତି ଭଗପସି ଗାଁର ସାଗର ମୁଣ୍ଡା ୪୦), ବଲାଣିପଶି ଗାଁର ହୃଶି କେଶ ମୁଣ୍ଡା (୩୦) ଓ ଗିଧିବାସ ଗାଁର ପଦ୍ମିନୀ ମୁଣ୍ଡା (୫୦) ବୋଲି ଅବକାରୀ ଅଧିକାରୀବେଣୁଧର ସାମଲ କହିଛନ୍ତି। ଏହି ଚଢ଼ାଉରେ ଅବକାରୀ ଇନିସ୍ପେକ୍ଟର ବେଣୁଧର ସାମଲ ଓ ଆଇସି ବଟକୃଷ୍ଣ ରାଉଳ ଏଏସଆଇ ତ୍ରିବେଣୀ ମହାନ୍ତ, କନେଷ୍ଟବଳ ଆଲୋକ କୁମାର ସାହୁ, ସଞ୍ଜିତ ସୱାଇଁ,ଗୀତାଞ୍ଜଳୀ ଭୋଇ,ସୁନାରାମ ଟୁଡୁ,ପ୍ରମୁଖ ସାମିଲ ହୋଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର

ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ...

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image