ଦକ୍ଷିଣ ମୋଡ଼ ନେଲେ ୩ ରଥ

ପୁରୀ,୧୯।୬: ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ଗୁଣ୍ଡିଚା ଯାତ୍ରା। ରଥ, ପଥ ପ୍ରସ୍ତୁତ। ଅପେକ୍ଷା ୩ ଠାକୁରଙ୍କୁ। ଶ୍ରୀକ୍ଷେତ୍ରକୁ ଭକ୍ତଙ୍କ ପ୍ରବଳ ଜନ ସମାଗମ ହେଲାଣି। ସୋମବାର ଶ୍ରୀଜିଉଙ୍କ ନବ ଯୌବନ ଦର୍ଶନ ଶେଷ ହୋଇଛି। ପରେ ରଥଯାତ୍ରା ପାଇଁ ଶ୍ରୀମନ୍ଦିରରେ ନୀତି ନିର୍ଘଣ୍ଟ ଅନୁସାରେ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି।ତିନି ରଥକୁ ଦକ୍ଷିଣ ମୋଡ଼ କରାଯାଇ ସିଂହଦାର ସମ୍ମୁଖକୁ ଅଣା ଯାଇଛି। ଏହା ଆଗରୁ ତିନି ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ଏହା ପରେ ପ୍ରଥମେ ନନ୍ଦିଘୋଷ ରଥ ତା ପରେ ଦର୍ପଦଳନ ଏବଂ ଶେଷରେ ତାଳଧ୍ୱଜ ରଥ ସିଂହଦାର ସମ୍ମୁଖରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ବିତି ଯାଇଥିଲେ ସୁଧା କାର୍ଯ୍ୟ ସିଖିପାରିଲେ ନାହିଁ ପୌରାଧ୍ୟକ୍ଷା: ଅନାସ୍ଥା ପ୍ରସ୍ତାବ ଆଣିଲେ…

ଭୁବନେଶ୍ୱର,୬।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌରାଧ୍ୟକ୍ଷାଙ୍କ ବିରୋଧରେ ସୋମବାର ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ବିଜେଡି ପୌରାଧ୍ୟକ୍ଷ ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଏହି ଅନାସ୍ଥା ପ୍ରସ୍ତାବ...

ମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀ

କର୍ଲାମୁଣ୍ଡା୬।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଓଡ଼ିଶା ସରକାରଙ୍କ ଶ୍ରୀଅନ୍ନ ଅଭିଯାନ ସଚେତନ କାର୍ଯ୍ୟକ୍ରମ...

ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

ଭୁବନେଶ୍ୱର,୬।୧: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି...

ଓଡ଼ିଶାକୁ ଫେରିଲା ବାର୍ଡ ଫ୍ଲୁ! ମଲେଣି ବହୁ ସଂଖ୍ୟାରେ କୁକୁଡ଼ା

ନୂଆଦିଲ୍ଲୀ,୬।୧: କିଛିଦିନର ବ୍ୟବଧାନ ପରେ ପୁଣି ଓଡିଶାକୁ ଫେରିଛି ବାର୍ଡ ଫ୍ଲୁ। ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ବିଭିନ୍ନ କୁକୁଡ଼ା ଫର୍ମରେ ଶତାଧିକ ସଂଖ୍ୟାରେ କୁକୁଡ଼ା...

ଭାଜପା ମଣ୍ଡଳ ସଭାପତି ହେଲେ ମିଟୁ ସାହୁ, କହିଲେ ସମସ୍ତଙ୍କୁ ନେଇ ଦଳ ପାଇଁ…

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ମଣ୍ଡଳ ପାଇଁ ସଭାପତି ଚୟନ ହୋଇଯାଇଛି। ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏହି ନାମ ତାଲିକା...

‘ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଶିକ୍ଷଣ ଜରୁରୀ’

ପୁରୁଷୋତ୍ତମପୁର,୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ଆତ୍ମସୁରକ୍ଷା ଶିବିର ଅଧ୍ୟାପିକା ଶ୍ରାବଣୀ ଖଟେଇଙ୍କ ସଂଯୋଜନାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ କଲେଜର ଅଧ୍ୟକ୍ଷ...

ଯୁବକଙ୍କୁ ଚାପିଦେଲା ଧାନ ବୋଝେଇ ଟ୍ରକ୍‌, ମୃତଦେହ ରଖି ଆନ୍ଦୋଳନ କଲେ ଗ୍ରାମବାସୀ

ପାଇକମାଳ,୬ା୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳରୁ ୮କିଲୋମିଟର ଦୂର ଚୂହାପାଲିଠାରେ ସୋମବାର ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ଗୋଟିଏ ଧାନବସ୍ତା ଲୋଡିଂ ଟ୍ରକ୍‌ ବ୍ରିଜ୍‌ ଅତିକ୍ରମ...

ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗ୍ରେସ୍ ମାର୍କ ଦେଲେ ପ୍ରଧାନମନ୍ତ୍ରୀ, କହିଲେ ବଡ଼ କଥା

ଭୁବନେଶ୍ୱର,୬ା୧: ଜାନୁଆରୀ ୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏନେକ ନେତା ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri