ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ନୟାଗଡ ଜିଲା ଓଡଗାଁ ବ୍ଲକ ନାଉରିଆଗଡ଼ ଗ୍ରାମର ସୁଶାନ୍ତ ନାୟକଙ୍କ ପତ୍ନୀ ସୌଭାଗ୍ନି ନାୟକଙ୍କର ତିନୋଟି କନ୍ୟା ସନ୍ତାନ ଜନ୍ମ ହୋଇଛନ୍ତି। ଉଭୟ ମାଆ ଏବଂ ତିନି ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି। ଶୁକ୍ରବାର ସନ୍ଧ୍ୟାରେ ସୌଭାଗ୍ନିଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ଆମ୍ବୁଲାନ୍ସରେ ଜଗନ୍ନାଥ ପ୍ରସାଦ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଦିପ୍ତିମୟୀ ସାହୁ ଓ ଷ୍ଟାଫ ନର୍ସ ମଙ୍ଗଲି କାଲୋଙ୍କ ସହଯୋଗରେ ପ୍ରସବ କରାଯାଇଥିଲା। ବର୍ତ୍ତମାନ ତିନି ସନ୍ତାନ ଓ ମା’ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ରହିଛି। ପରିବାର ଲୋକେ ଖୁସି ଥିବାବେଳେ ଡାକ୍ତରଖାନାର କର୍ମଚାରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଲକ୍ଷ ଯୋଗ୍ୟ ହିତାଧିକାରୀ ପାଇବେ ରାଶନ କାର୍ଡ

ଭୁବନେଶ୍ୱର,୨୭ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାଶନ କାର୍ଡ କଟିଛି। ଏହାବାଦ୍‌ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ...

ରାଇପାହାଡ଼ର ଘରେ ଘରେ ଆନ୍ଧ୍ର, ଓଡ଼ିଶା ବିଦ୍ୟୁତ୍‌ ମିଟର

ନନ୍ଦପୁର,୨୭ା୪ (ତୁଷାରକାନ୍ତ ମହାନ୍ତି): ଗୋଟିଏ ଘରେ ଲାଗିଛି ଦୁଇ ରାଜ୍ୟର ବିଦ୍ୟୁତ୍‌ ମିଟର। ଗୋଟିଏ ଆନ୍ଧ୍ରର ଅନ୍ୟଟି ଓଡ଼ିଶାର। ଏଭଳି ଘଟଣା ନନ୍ଦପୁର ବ୍ଲକ୍‌ ଗୋଲୁର...

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image