୩ଦିନ ହିଟ୍‌ ଓ୍ବେଭ୍‌, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି

ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫ ଡିଗ୍ରୀ, ସୋନପୁରରେ ୪୦.୨ ଡିଗ୍ରୀ, ହୀରାକୁଦରେ ୪୦.୧ ଡିଗ୍ରୀ ତାପମାତ୍ରା ରହିଥିଲା। ତେବେ ଆସନ୍ତା ୩ଦିନ ହିଟ୍‌ ଓ୍ବେଭ୍‌ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉଭୟ ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଶୁକ୍ରବାର ସମ୍ବଲପୁର ଓ ବୌଦ୍ଧରେ ହିଟ୍‌ଓ୍ବେଭ୍‌ ଜନଜୀବନକୁ ବିଶେଷ ପ୍ରଭାବିତ କରିପାରେ ଓ ଏଥିପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୯ ତାରିଖ ବେଳକୁ ହିଟ୍‌ଓ୍ବେଭ୍‌ ପରିମାଣ ବଢ଼ିବାକୁ ଥିବାବେଳେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୩୦ ତାରିଖରେ ଏହି ସବୁ ଜିଲା ସହ ବରଗଡ଼ ଓ ସୁନ୍ଦରଗଡ଼ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏପ୍ରିଲ ୨ରେ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତ୍ୟୋଦୟ ଗୃହ ଯୋଜନା ଗରିବଙ୍କ ଭରସା: ହିତାଧିକାରୀ ପିଛା ମିଳିବ ୧.୨୦ଲକ୍ଷ ଟଙ୍କା

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗୋରୁ ମାର୍କେଟ୍‌ ପରିସରରେ ରବିବାର ଜିଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ପ୍ରଦୀପ...

ମହାକାଶରୁ କେମିତି ଦେଖାଯାଉଥିଲା ଭାରତ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ସୁନିତା ଯାହା ଏବେ ହେଉଛି ଭାଇରଲ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧।୪: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ୧୯ ମାର୍ଚ୍ଚ ୨୦୨୫ରେ ସ୍ପେସଏକ୍ସ ଡ୍ରାଗନ ମହାକାଶଯାନ ଯୋଗେ ପୃଥିବୀକୁ ଫେରି ଆସିଥିଲେ। ସେ ଏବଂ ତାଙ୍କ...

ଜନଜାତିଙ୍କ କାମରେ ଆସୁନି ହାଟ: କାମ କରି ଠିକାଦାର ମାଲାମାଲ

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ):ଏକ ଦଶନ୍ଧିରୁ ଅଧିକା ଦିନ ବିତିଲା, ହେଲେ ଜନଜାତିଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଜନଜାତି ହାଟଟି ଆଜି ପର୍ଯ୍ୟନ୍ତ କାହା କାର୍ଯ୍ୟରେ ଲାଗିପାରି...

ଏଟିଏମ୍‌ ଯିବ

ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅଟୋମେଟେଡ୍‌ ଟେଲର ମେଶିନ (ଏଟିଏମ୍‌)ରୁ ଅର୍ଥ ଉଠାଣ ଉପରେ ଆସନ୍ତା ମେ’ ପହିଲାରୁ ଫି’ ବୃଦ୍ଧି ହେବା ନେଇ ଘୋଷଣା...

ତାଇଓ୍ବାନ ବିରୋଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଲାଣି ଚାଇନା! ଖୋଲାଖୋଲି ଦେଲା ଧମକ

ବେଜିଂ,୧।୪: ଚାଇନା ସେନା ତାଇୱାନ ଚାରିପାଖରେ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିଛି। ଚାଇନା ସେନାର ପୂର୍ବ ଥିଏଟର କମାଣ୍ଡର ସରକାରୀ WeChat ଆକାଉଣ୍ଟରେ ଏହି ସୂଚନା...

ଝାଡ଼ଖଣ୍ଡରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା, ମୁହାଁମୁହିଁ ହେଲେ ଦୁଇ ମାଲଗାଡ଼ି

ରାଞ୍ଚି,୧।୪: ଝାଡ଼ଖଣ୍ଡର ବରହେଟରେ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଧକ୍କା ହେବା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ...

ଜାତୀୟ ଶିକ୍ଷାନୀତିକୁ ନିନ୍ଦାକଲେ ସୋନିଆ

ନୂଆଦିଲ୍ଲୀ,୧।୪(ପି.ଟି.): କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଶିକ୍ଷାନୀତିକୁ ନିନ୍ଦା କରିଛନ୍ତି। କ୍ଷମତାର କେନ୍ଦ୍ରୀକରଣ, ବ୍ୟବସାୟୀକରଣ, ଘରୋଇ ସେକ୍ଟରରେ ପୁଞ୍ଜିନିବେଶର ଆଉଟ୍‌ସୋର୍ସିିଂ ଏବଂ ପାଠ୍ୟପୁସ୍ତକଗୁଡ଼ିକର...

ଇୟୁ ପାଣ୍ଠି ହେରଫେର ମାମଲାରେ ଫ୍ରାନ୍ସ ନେତ୍ରୀ ଲି ପେନ୍‌ ଦୋଷୀ

ପ୍ୟାରିସ୍‌,୧।୪: ୟୁରୋପୀୟ ସଂଘ ପାଣ୍ଠି ହେରଫେର ମାମଲାରେ ଫ୍ରାନ୍ସର ଫାର୍‌-ରାଇଟ୍‌ ନେତ୍ରୀ ମାରିନ୍‌ ଲି ପେନ୍‌ ଦୋଷୀସାବ୍ୟସ୍ତ ହୋଇଛନ୍ତି। ସେ ଉଚ୍ଚ ପଦବୀ ପାଇଁ ଲଢ଼ିପାରିବେ ନାହିଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image