ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ ଜଣେ ଓ ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଭାଙ୍ଗିବା ସହ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ରହିଛି।

Share