Posted inଫୁରସତ

୩ ଫୁଟ୍‌ ଡାଇନୋସର ପାଦଚିହ୍ନ ଠାବ

ୱାଶିଂଟନ୍‌: ଆମେରିକାର ୟୋର୍କସାଇନ୍‌ ଅଞ୍ଚଳରେ ଏକ ଡାଇନୋସରର ପାଦଚିହ୍ନ ମିଳିଛି, ଯାହାର ଲମ୍ବ ପ୍ରାୟ ୩ ଫୁଟ ୩ ଇଞ୍ଚ ରହିଛି। ଏହି ଅଞ୍ଚଳକୁ ଡାଇନୋସରଙ୍କ ଉପକୂଳ ଭାବେ କୁହାଯାଏ। ଏହି ପାଦଚିହ୍ନ ସେହି ଅଞ୍ଚଳରେ ସବୁଠାରୁ ବଡ଼ ବୋଲି କୁହାଯାଉଛି, ଯାହାକି ସହରର ରେଟୁଣ୍ଡା ସଂଗ୍ରହାଳୟରେ ପ୍ରଦର୍ଶିତ ହେବ। ରିପୋର୍ଟ ମୁତାବକ, ଏହି ପାଦଚିହ୍ନ ସେହି ଅଞ୍ଚଳର ରିସର୍ଚ୍ଚର ମାରିନ୍‌ ଉଡ୍ସ ୨୦୨୧ ଏପ୍ରିଲରେ ଖୋଜିଥିଲେ। ସେ ପ୍ରଥମେ ଏହାକୁ ବିଶ୍ୱାସ କରିପାରି ନ ଥିଲେ। ସେଥିପାଇଁ ସେ ୨ୟ ଥର ପାଇଁ ସେହି ପାଦଚିହ୍ନକୁ ନିରୀକ୍ଷଣ କରିଥିଲେ। ସେ ଆଗକୁ ଏପରି ପାଦଚିହ୍ନ ଦେଖିଛନ୍ତି, ହେଲେ ଏତେବଡ଼ କେବେ ଦେଖି ନ ଥିବା କହିଛନ୍ତି। ବୈଜ୍ଞାନିକଙ୍କ ରିସର୍ଚ୍ଚ ଅନୁସାରେ ଏହି ପାଦଚିହ୍ନ ଏକ ବିଶାଳ ମାଂସାଶୀ ପ୍ରାଣୀ ଦ୍ୱାରା ପ୍ରସ୍ତୁତ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରେ ସୁନା ଦରରେ ବିକ୍ରି ହେଉଛି କଣ୍ଡୋମ, କିଣିବାକୁ ହେଲେ ସରିଯାଉଛି ଅଧା ଦରମା

ସାରା ବିଶ୍ୱରେ କଣ୍ଡୋମ ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହା କେବଳ ଅସୁରକ୍ଷିତ ଯୌନ ସମ୍ପର୍କରୁ ରକ୍ଷା କରେ ତାହା ନୁହେଁ ବରଂ ଅନାବଶ୍ୟକ...

Youtubeରୁ ପ୍ରତି ମାସକୁ କେତେ ରୋଜଗାର କରନ୍ତି ସୀମା ହାଇଦର: ଜାଣିଲେ ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୧୮।୩: ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦର ମଙ୍ଗଳବାର ସକାଳେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖୁସି ଖବର ଗ୍ରେଟର ନୋଏଡାର କ୍ରିଷ୍ଣା...

Phone Expiry Date: ଫୋନ୍‌ର ଥାଏ କି ଏକ୍ସପାରୀ ଡେଟ୍‌: ଜାଣନ୍ତୁ ରୋଚକ ତଥ୍ୟ

ରନ୍ଧନ ତେଲ ହେଉ କିମ୍ବା ଔଷଧ। ଅଧିକାଂଶ ଜିନିଷରେ ଏକ୍ସପାରୀ ଡେଟ୍‌ ଲେଖାଥାଏ। କିନ୍ତୁ କ’ଣ ଜାଣନ୍ତି କି ଆପଣ ବର୍ଷ ବର୍ଷ ଧରି ବ୍ୟବହାର...

କେଉଁ ଦେଶରେ ଅଛି ଅଧିକ ସୁନା: ଲିଷ୍ଟ୍‌ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସୁନା କେବଳ ଅଳଙ୍କାର ଏବଂ ଆଭୂଷଣ ପାଇଁ ନୁହେଁ ବରଂ ଏକ ଦୃଢ଼ ଅର୍ଥନୀତି ପାଇଁ ମଧ୍ୟ ଜଣାଶୁଣା। ଯାହାର ସୁନା ଭଣ୍ଡାର ଅଧିକ ଥାଏ,...

ନିଜକୁ ଭଲ କରିବା ପାଇଁ ଔଷଧ ଦୋକାନକୁ ପଶିଗଲା ଆହତ ମାଙ୍କଡ଼, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଏଥିରେ ଏକ ଆହତ ମାଙ୍କଡ଼ କିପରି ନିଜର ଚିକିତ୍ସା ପାଇଁ ଔଷଧ ଦୋକାନକୁ ପଶି ଆସି...

ରକ୍ତଦାନ କ’ଣ ମଧୁମେହ ବିପଦ ହ୍ରାସ କରିପାରିବ, ହାର୍ଟ ପାଇଁ ଲାଭଦାୟକ ହୋଇପାରେ ? ନୂତନ ଅଧ୍ୟୟନରୁ ହେଲା ଖୁଲାସା

ଆମ ମଧ୍ୟରୁ ଅଧିକାଂଶ ଜାଣନ୍ତି ଯେ ରକ୍ତଦାନ ଜୀବନ ରକ୍ଷା କରିପାରେ, ଦୁର୍ଘଟଣା ପୀଡିତ, ଶଲ୍ୟଚିକିତ୍ସା ରୋଗୀ ଏବଂ ଦୀର୍ଘକାଳୀନ ରୋଗ ସହିତ ଲଢ଼ୁଥିବା ଲୋକଙ୍କୁ...

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳୀ

ଓଡ଼ିଶାରେ ଅନେକ ସୁନ୍ଦର ଓ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ରହିଛି, ଯାହା ପ୍ରକୃତି, ସଂସ୍କୃତି ଏବଂ ଇତିହାସର ଏକ ଅନନ୍ୟ ସମ୍ମିଶ୍ରଣ ପ୍ରଦାନ କରେ। ନିମ୍ନରେ ଓଡ଼ିଶାର...

ଏ ହେଉଛି Money tree, ଏକମାତ୍ର ଗଛ ଯେଉଁଠାରେ ଫଳୁଛି ଟଙ୍କା !

କିଛି ଲୋକ କଥା କଥାରେ କହିଦିଅନ୍ତି ‘ଟଙ୍କା କ’ଣ ଗଛରେ ଫଳୁଛି ନା କ’ଣ’। ଆଜି ଆମେ ଆପଣଙ୍କୁ ଦୁନିଆର ନିଆରା ଗଛ ବିଷୟରେ କହିବୁ,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image