ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 15th Feb (till 9am). pic.twitter.com/DX65kAiYSk— BMC (@bmcbbsr) February 15, 2021