Categories: ଜାତୀୟ

ଓଲଟିଲା ବସ୍‌: ୩ ଯାତ୍ରୀ ମୃତ

ଶ୍ରୀନଗର,୭।୭: ଜମ୍ମୁ-କଶ୍ମୀରର ଉଧାମପୁର ଜିଲାରେ ଗୁରୁବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share