ନିର୍ବାଚନ ପୂର୍ବରୁ ପୁଣି ୩ ଆଇଏଏସ୍‌ଙ୍କ ବଦଳି : ଜାଣନ୍ତୁ କାହାକୁ କେଉଁଠିକୁ

ଭୁବନେଶ୍ୱର,୨୮।୨ : ଆଇଏଏସ୍‌ ସ୍ତରରେ ବୁଧବାର ଅଦଳବଦଳ ହୋଇଛି। ତିନି ଜିଲାର ଜିଲାପାଳଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲାପାଳଙ୍କୁ ବଦଳି କରାଯାଇଛି।
ବିଭାଗ ଦ୍ୱାରା ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଜିଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲାପାଳ ଦାୟିତ୍ୱ ଦିଆଯାଇଛି।

ସେହିପରି ପୁରୀ ଜିଲାପାଳ ଥିଲା ବିଜୟ କୁମାର ଦାଶଙ୍କୁ ସିଏମ୍‌ସି କମିଶନର ଭାବେ ଦାୟିତ୍ୱ ମିଳିଛି । ଅନ୍ୟପକ୍ଷେ ଆଇଏଏସ୍‌ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲାପାଳ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri