Posted inଜାତୀୟ

ସୁରକ୍ଷାବାହିନୀ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୨୯।୮: ଜମ୍ମୁ କଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ତିନିଟି ଭିନ୍ନ ଅପରେଶନରେ ୩ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି। ସୁରକ୍ଷା ବାହିନୀ କୁପୱାରାର ମାସିଲରେ ସୁରକ୍ଷାବାହିନୀ ଗୁଳିରେ ଦୁଇ ଆତଙ୍କବାଦୀଙ୍କୁ ନିହତ ହୋଇଥିବାବେଳେ ଟାଙ୍ଗଧରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ରାଜୌରୀରେ ଏହି ଏନକାଉଣ୍ଟର ଚାଲିଛି। କୁହାଯାଉଛି ଯେ, ଆତଙ୍କବାଦୀମାନେ ସୀମା ପାର କରି ଅନୁପ୍ରବେଶ କରିଥିଲେ। ଏନକାଉଣ୍ଟର ପରେ ଏହି ଅଞ୍ଚଳକୁ କର୍ଡନ କରାଯାଇଛି। ସର୍ଚ୍ଚ ଅପରେଶନ ଜାରି ରହିଛି।

ଟାଙ୍ଗଧର ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ନିକଟରେ ଅବସ୍ଥିତ। ଏହା ସର୍ବଦା ଟେନସନ୍‌ର କେନ୍ଦ୍ର ହୋଇଆସୁଛି। ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ରୋକିବା ପାଇଁ ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ସୁରକ୍ଷା ବାହିନୀ ଏକ ଅଞ୍ଚଳକୁ ଘେରିଯିବା ମାତ୍ରେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ।
ଅନ୍ୟପକ୍ଷରେ, ରାଜୌରୀରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି ।...

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ,...

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ...

ଓଡ଼ିଶାରେ ୫ ବର୍ଷରେ ୮,୪୦୩ ଶିଶୁ ନିଖୋଜ

ଭୁବନେଶ୍ୱର,୧୫ା୪(ସତ୍ୟଜିତ୍‌ ରାଉତ):ରାଜ୍ୟରେ ଗତ ୫ ବର୍ଷରେ ୮ ହଜାର ୪୦୩ ଜଣ ଶିଶୁ ନିଖୋଜ ଅଛନ୍ତି। ବିଧାନସଭାରେ ଗତ ଫେବୃଆରୀ ୧୭ରେ ବାଲିଗୁଡ଼ା ବିଧାୟକ ଚକ୍ରମଣି...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି...

ଏବର୍ଷ ଛେଚିବ ବର୍ଷା, ସ୍ବାଭାବିକଠାରୁ ହେବ ଅଧିକ ବୁଷ୍ଟିପାତ

ନୂଆଦିଲ୍ଲୀ,୧୬।୪(ପି.ଟି.):ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଭାରତରେ ଦକ୍ଷିଣ ପଶ୍ଚିମ ମୌସୁମୀ...

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image