ଗର୍ଭବତୀଙ୍କ ୩ ଥର ଅଲ୍‌ଟ୍ରାସାଉଣ୍ଡ ମାଗଣା

ଛତ୍ରପୁର, ୭।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ମାତୃ ମୃତ୍ୟୁ ରୋକିବା ନେଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ସରକାରୀ ମେଡିକାଲରୁ ରେଫର ହୋଇଥିବା ଗର୍ଭବତୀମାନଙ୍କୁ ଘରୋଇ କ୍ଲିନିକରେ ମାଗଣାରେ ଅଲଟ୍ରାସାଉଣ୍ଡ କରିବାକ୍‌ୁ ସୁବିଧା ମିଳିବ। ଏହାକୁ ‘ସୁରକ୍ଷିତ ଜନନୀ ସହାୟତା’ ନାମରେ ନାମିତ କରାଯାଇଛି। ଜଣେ ଗର୍ଭବତୀଙ୍କୁ ମାଗଣାରେ ୩ ଥର ଅଲଟ୍ରାସାଉଣ୍ଡ କରିବାକୁ ସୁବିଧା ଦିଆଯିବ। ଫଳରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଜାଣିହେବ ଏବଂ ରିପୋର୍ଟକୁ ଆଧାର କରି ଡାକ୍ତର ତାଙ୍କର ଚିକିସତ୍ା କରିବେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଖର୍ଚ୍ଚ ବହନ କରାଯିବ। ଏନେଇ ଜିଲାପାଳ ଏକ ନିର୍ଦ୍ଦେଶନାମା ଶନିବାର ଜାରି କରିଛନ୍ତି। ୧୮ ଘରୋଇ ଡାଇଗ୍ନୋଷ୍ଟିକ୍‌ ସେଣ୍ଟର ସହ ଏମଓୟୁ ସ୍ବାକ୍ଷର ହୋଇଛି। ଏଥିସହ ବ୍ରହ୍ମପୁର ସ୍ଥିତ ସିଟି ହସ୍ପିଟାଲ ଓ ଭଞ୍ଜନଗର ଉପଖଣ୍ଡ ଚିକିସତ୍ାଳୟରେ ମଧ୍ୟ ମାଗଣାରେ ଗର୍ଭବତୀମାନେ ୩ଥର ଅଲଟ୍ରାସାଉଣ୍ଡ କରିପାରିବେ ବୋଲି ସୂଚନା ଦିଆଯାଇଛି। ଡାଇଗ୍ନୋଷ୍ଟିକ୍‌ ୍‌ସେଣ୍ଟର ସହ ନିକଟରେ ଥିବା ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର, ମେଡିକାଲ ଓ ହସ୍ପିଟାଲକୁ ଟ୍ୟାଗ୍‌ କରାଯାଇଛି। ଫଳରେ ଗର୍ଭବତୀମାନେ ମେଡିକାଲରେ ଚିକିସତ୍ିତ ହୋଇ ନିକଟରେ ଥିବା ଡାଇଗ୍ନୋଷ୍ଟିକ୍‌ ସେଣ୍ଟରକୁ ଯାଇ ତାଙ୍କର ଅଲଟ୍ରାସାଉଣ୍ଡ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri