କାମ କରିବା ବେଳେ ଧସିଲା ମାଟି ଅତଡ଼ା, ଚାପି ହୋଇଗଲେ ୩ ଶ୍ରମିକ

ବଣାଇଁ,୨୫ା୨(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଖଣି ନିଗମ କୁର୍ମିତାର ଲୌହ ଖଣିରେ ଖଣି ଖନନ ପାଇଁ ନୂଆ ଠିକା ପାଇଥିବା କମ୍ପାନୀ ଏବେ ଖଣି ଖନନ ପରେ ଉତ୍ତୋଳିତ ଲୁହାପଥରକୁ କନଭେୟର ବେଲ୍ଟ ସାହାଯ୍ୟରେ ରପ୍ତାନୀ ପାଇଁ କାମ ଚଳାଇଛି। ଏହି କାମ ପୁଣି ଏଲ୍‌ ବି ଆର୍‌ ନାମକ ଠିକା ସଂସ୍ଥାକୁ ଦେଇ କାମ ଚାଲୁ ରଖିଛ। ମଙ୍ଗଳବାର ଦମାଳୁ ଠାରେ କାମ ଚାଲିଥିବା ସମୟରେ ମାଟି ଅତଡ଼ା ଖସି ପଡ଼ିଥିଲା ଓ ଏଥିରେ ତିନିଜଣ ଶ୍ରମିକ ମାଟି ତଳେ ଚାପି ହୋଇ ଯାଇଥିଲେ। ସେମାନେ ହେଲେ ଦୁଇଜଣ ମହିଳା ନାତନି ହରୋ, ଫୁଲମଣି ଟପ୍ପୋ ଓ ଜଣେ ପୁରୁଷ ଅଗସ୍ତି ମୁଣ୍ଡା। ତାଙ୍କୁ ଉଦ୍ଧାର କରି ପ୍ରଥମେ ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। ଅପରପକ୍ଷରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା ଓ ଠିକା ସଂସ୍ଥା ଏଲ୍‌ବିଆର୍‌ର ସାଇଡ ଇନଚାର୍ଜଙ୍କୁ ଦମାଳୁ ଗ୍ରାମବାସୀ ପ୍ରବଳ ମାଡ଼ ମାରିଥିବା ଜଣାପଡିଛି। ଲହୁଣିପ ପୋଲିସକୁ ଏଥିନେଇ ସୂଚନା ମିଳିବା ପରେ ପୋଲିସ ଏବେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ଶାନ୍ତ କରିଥିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ 

ଭୁବନେଶ୍ୱର,୨୯।୩: କଂଗ୍ରେସର ’ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର...

ଛତ୍ରପୁର ଓକିଲ ସଂଘ: ପ୍ରଦୀପ ଷଷ୍ଠ ଥର ପାଇଁ ସଭାପତି ନିର୍ବାଚିତ

ଛତ୍ରପୁର,୨୯ା୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ସଙ୍ଘର ସଭାପତି ଭାବେ ଷଷ୍ଠ ଥର...

ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ: ସୁଶାନ୍ତ ସଭାପତି, ଅର୍ଜୁନ ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସୁଶାନ୍ତ କୁମାର ମହାପାତ୍ର, ଉପସଭାପତି ଭାବେ ବିଦ୍ୟୁତ୍‌...

ଖେମୁଣ୍ଡିି ଓକିଲ ସଂଘ ନିର୍ବାଚନ: ପ୍ରଦୀପ ସମ୍ପାଦକ ଭାବେ ନିର୍ବାଚିତ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କେବଳ ସମ୍ପାଦକ ପଦବୀ ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶନିବାର ଶାନ୍ତିଶୃଙ୍ଖଳାର ସହ ମତଦାନ...

ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ: ଲକ୍ଷ୍ମୀକାନ୍ତ ସଭାପତି, ଜ୍ୟୋତିରାଜ ସମ୍ପାଦକ

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା। ଏଥିରେ...

ଅନୁଗୋଳ ବାର୍‌ ଆସୋସିଏଶନ ନିର୍ବାଚନ: ହିମାଂଶୁ ସଭାପତି, ଧ୍ରୁବଚରଣ ସମ୍ପାଦକ

ଅନୁଗୋଳ,୨୯ା୩ (ମାନସ ବିଶ୍ୱାଳ)/ (ଜ୍ୟୋତିରଞ୍ଜନ ସାହୁ)- ଅନୁଗୋଳ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ହିମାଂଶୁ ଭୂଷଣ ସାମଲ ଏବଂ ସାଧାରଣ...

ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ...

ଜି.ଉଦୟଗିରି ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ଦୀପକ କୁମାର ନିର୍ବାଚିତ

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବାର୍‌ ଆସୋସିଏଶନର ୨୦୨୫-୨୬ ବର୍ଷ ନିମନ୍ତେ ସୁଚାରୁ ରୂପେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ମହିଳା ଆଇନଜୀବୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image