ଭୁବନେଶ୍ୱରରେ ବର୍ଷାପବନ: ଭାଙ୍ଗିଲା ୩୦ ଫୁଟ ଉଚ୍ଚର ତୋରଣ

ଭୁବନେଶ୍ୱର,୬।୧୦: ଆଗକୁ ଦୁର୍ଗାପୂଜା। ଏନେଇ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ସାଜସଜ୍ଜାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ରବିବାର ଅପରାହ୍ନରେ ଭୁବନେଶ୍ୱରରେ ବର୍ଷା ସାଙ୍ଗକୁ ଜୋର୍‌ରେ ପବନ ବୋହିଥିଲା। ଏହି ବର୍ଷାପବନରେ ରସୁଲଗଡ଼ଠାରେ ନିର୍ମାଣ ହୋଇଥିବା ୩୦ ଫୁଟ ଉଚ୍ଚର ଏକ ଲାଇଟ୍‌ ତୋରଣ ଭାଙ୍ଗିଯାଇଛି।

ଲାଇଟ୍‌ ତୋରଣଟି ଭାଙ୍ଗି ରାସ୍ତା ଉପରେ ପଡିଥିଲା। ହେଲେ ଏଥିରେ କାହାରି କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଛି। ହେଲେ ତୋରଣରେ ଲାଗିଥିବା କେତେକ ଲାଇଟ୍‌ ପ୍ଳେଟ୍‌ ଭାଙ୍ଗି ଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ତୋରଣ ନିର୍ମାଣ କାର୍ଯ୍ୟରେ ନିୟୋଜିତ କର୍ମଚାରୀ ଏହାକୁ ସଜାଡିବାରେ ଲଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା

ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ...

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri