CORONAVIRUS UPDATE: ରାଜ୍ୟରେ ୩୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୪୯୯ ଚିହ୍ନଟ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ଆଉ ୧୪୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୯୧୪ ଜଣ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣ ସ୍ଥାନୀୟ ସଂକ୍ରମିତ।
ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୧୪ ଏବଂ ଗଜପତିରୁ ୯୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୫, ବାଲେଶ୍ୱର ୩୭, ବରଗଡ଼ ୧୦, ଭଦ୍ରକ ୧, ବଲାଙ୍ଗୀର ୧୯, କଟକ ୨୮, ଦେବଗଡ଼ ୨, ଜଗତସିଂହପୁର ୧୫, ଯାଜପୁର ୧୯, ଝାରସୁଗୁଡ଼ା ୭, କଳାହାଣ୍ଡି ୪୪, କନ୍ଧମାଳ ୫୦, କେନ୍ଦ୍ରାପଡ଼ା ୧୪, କେନ୍ଦୁଝର ୧୬, ନବରଙ୍ଗପୁର ୩୩, ନୟାଗଡ଼ ୬୭, ନୂଆପଡ଼ା ୯, ପୁରୀ ୩୬, ରାୟଗଡ଼ା ୪୦, ସମ୍ବଲପୁର ୫୬, ସୋନପୁର ୫ ଏବଂ ସୁନ୍ଦରଗଡ଼ରୁ ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ବେଳେ ୧୯,୭୪୫ ସୁସ୍ଥ ହୋଇଛନ୍ତି। ୧୧,୯୧୮ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ଗୁଣ୍ଡା…

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ...

ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ପୁରୀ,୧୯ା୧୨: ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ...

କଳାହାଣ୍ଡିରେ ସ୍ବାସ୍ଥ୍ୟମନ୍ତ୍ରୀ: ବିଭିନ୍ନ ମଣ୍ଡି ବୁଲି ବୁଝିଲେ ଚାଷୀଙ୍କ ସମସ୍ୟା, କହିଲେ ଦେଇଥିବା ପ୍ରତିଶ୍ରୁତି ଆମେ…

ଭବାନୀପାଟଣା,୧୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ। ଏହି...

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି...

ବ୍ରହ୍ମପୁର ବିଜେଡି କର୍ପୋରେଟରଙ୍କୁ ଭେଟିଲେ ନବୀନ, କହିଲେ ‘ ମେୟରଙ୍କୁ ସମ୍ମାନ ଦିଅ’

ବ୍ରହ୍ମପୁର,୧୮ା୧୨(ସ୍ମୃତି ରଂଜନ ମହାଲିକ)-ବିବାଦରୁ ଦୂରେଇ ଶୃଙ୍ଖଳିତ ହୁଅ। ମିଳିମିଶି ଦଳର ସଂଗଠନକୁ ଅଧିକ ମଜଭୁତ ପାଇଁ କାମ କର। ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିଜେଡି...

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି...

ବିଜେଡି କର୍ପୋରେଟରଙ୍କୁ ନବୀନଙ୍କ ଡାକରା, ସମାଧାନ ହେବ କି ଗୋଷ୍ଠୀକନ୍ଦଳ

ବ୍ରହ୍ମପୁର,୧୮ା୧୨(ସ୍ମୃତିରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ବିଜେଡି କର୍ପୋରେଟର ଏବଂ ମେୟର ଓ ଡେପୁଟି ମେୟରଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ୱର ନବୀନ...

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri