ରେଳପଥର ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି।

ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି ୪ଟି ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ଏହି ଟଙ୍କା ଖର୍ଚ୍ଚ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

Share