ତଳମୁହାଁ ସଂକ୍ରମଣ: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୨୦ ପଜିଟିଭ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୪୧ ଜଣ ଅଛନ୍ତିି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୮୭ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୩୩ ଜଣ ରହିଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୫, ବରଗଡ଼ରୁ ୧୩, ଭଦ୍ରକରୁ ୫, ବଲାଙ୍ଗୀରରୁ ୧୩, ବୌଦ୍ଧରୁ ୧୭, କଟକରୁ ୧୪, ଦେବଗଡ଼ରୁ ୪, ଗଜପତିରୁ ୫, ଗଞ୍ଜାମରୁ ୨, ଜଗତ୍‌ସିଂପୁରରୁ ୬, ଯାଜପୁରରୁ ୫, ଝାରସୁଗୁଡାରୁ ୫, କଳାହାଣ୍ଡିରୁ ୩୩, କନ୍ଧମାଳରୁ ୯, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୪୯, , କୋରାପୁଟରୁ ୩, ମୟୁରଭଞ୍ଜରୁ ୧୨, ନବରଙ୍ଗପୁରରୁ ୮, ନୟାଗଡରୁ ୨, ନୂଆପଡାରୁ ୧୧, ପୁରୀରୁ ୩, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୪୫ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି...

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri