ପାଇକାରୀ ମୁଦ୍ରାସ୍ଫୀତି ୧.୮୧% ହ୍ରାସ

ନୂଆଦିଲ୍ଲୀ,୧୫।୭: ଜୁନ୍‌ ମାସରେ ପାଇକାରୀ ମୂଲ୍ୟଭିତ୍ତିକ ମୁଦ୍ରାସ୍ଫୀତି ୧.୮୧% ହ୍ରାସ ଘଟିଛି। ଶକ୍ତି ଏବଂ ଇନ୍ଧନ ଦର ଜୁନରେ କମିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହି ସମୟରେ ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିଛି। ମେ ମାସରେ ଅବସ୍ଫୀତି ଦେଖାଯିବା ଯୋଗୁ ଏହା ୩.୨୧% ସ୍ତରରେ ରହିଥିଲା। ଜୁନ୍‌ରେ ପାଇକାରୀ ମୂଲ୍ୟ ସୂଚୀ (ଡବ୍ଲ୍ୟୁପିଆଇ) -୧.୮୧% ରହିଥିବା ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୦୨% ସ୍ତରରେ ରହିଥିଲା। ଜୁନରେ ଖାଦ୍ୟ ସାମଗ୍ରୀ ବର୍ଗରେ ମୁଦ୍ରାସ୍ଫୀତି ୨.୦୪% ସ୍ତରରେ ରହିଛି। ମେ ମାସରେ ଏହା ୧.୧୩% ସ୍ତରରେ ଥିଲା। ଇନ୍ଧନ ଏବଂ ଶକ୍ତି ବର୍ଗରେ ଅବସ୍ଫୀତି ଯଥାକ୍ରମେ ୧୩.୬୦% ରହିଛି। ଏହା ଗତ ମାସରେ ୧୯.୮୩% ରହିଥିଲା। ମାନୁଫାକଚରିଂ ସାମଗ୍ରୀ ଉପରେ ମୁଦ୍ରାସ୍ଫୀତି ୦.୦୮% ରହିଛି। ମେ ମାସରେ ଏହା ଅବସ୍ଫୀତି ସ୍ତର ୦.୪୨%ରେ ରହିଥିଲା। ଏପ୍ରିଲରେ ଡବ୍ଲ୍ୟୁପିଆଇ ୧.୫୭% ରହିଥିବା ମନ୍ତ୍ରଣାଳୟ ଡାଟାରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ନିବେଶକ ହରାଇଲେ ୧୦ଲକ୍ଷ କୋଟି

ଭୁବନେଶ୍ୱର,୨୦।୧୨:ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି କ୍ରମାଗତ ଭାବେ ଘରୋଇ...

ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର, ବଢିବ ଇପିଏଫ ବେତନ ସୀମା!

ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାର ଖୁବ ଶୀଘ୍ର କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ) ଯୋଜନା ଅନ୍ତର୍ଗତ ବେତନ ସୀମାକୁ ବଢାଇପାରନ୍ତି। ବର୍ତ୍ତମାନ ଏହା ୧୫,୦୦୦ରୁ, ୨୧,...

ଜେଏସ୍‌ଡବ୍ଲ୍ୟୁ ଗ୍ରୀନ୍‌ ଏନର୍ଜି ସହ ଇମ୍ଫାର ବୁଝାମଣା

ଭୁବନେଶ୍ୱର,୧୯।୧୨: ଇଣ୍ଡିଆ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜେ (ଇମ୍ଫା) ଲିମିଟେଡ୍‌ ଏବଂ ଜେଏସ୍‌ଡବ୍ଲ୍ୟୁ ଗ୍ରୀନ୍‌ ଏନର୍ଜି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି...

ଫେବୃଆରୀ ୨୮ରୁ ଇଣ୍ଡ୍‌ପ୍ଲାସ୍‌-୨୫

ଭୁବନେଶ୍ୱର,୧୯।୧୨: ଇଣ୍ଡିଆନ୍‌ ପ୍ଲାଷ୍ଟିକ୍‌ ଫେଡେରେଶନ (ଆଇପିଏଫ୍‌)ର ବହୁ ପ୍ରତୀକ୍ଷିତ ବି୨ବି କାର୍ଯ୍ୟକ୍ରମ ତଥା ଅନ୍ତର୍ଜାତୀୟ ପ୍ଲାଷ୍ଟିକ୍‌ ପ୍ରଦର୍ଶନୀ ‘ଇଣ୍ଡ୍‌ପ୍ଲାସ୍‌-୨୫’ର ୧୦ମ ସଂସ୍କରଣ କୋଲକାତାର ବିଶ୍ୱ ବାଙ୍ଗଳା...

ପାକିସ୍ତାନୀ ବେଟିଂ ଆପ୍ ପ୍ରମୋସନ କରୁଛନ୍ତି ଭାରତୀୟ ସେଲିବ୍ରେଟି

ନୂଆଦିଲ୍ଲୀ,୧୮ା୧୨: ଭାରତରେ ଚାଲିଛି ପାକିସ୍ତାନୀ ବେଟିଂ ଆପ୍ ମାଲିକଙ୍କ ରାଜୁତି। ଟଙ୍କା ଦେଇ ଭାରତୀୟ ସେଲିବ୍ରେଟିଙ୍କୁ ବନାଇଛନ୍ତି ମୋହରା। ସାମାଜିକ ଗଣାମଧ୍ୟରେ ଚାଲିଛି ଜୋରଦାର ପ୍ରଚାର।...

ନଡ଼ିଆ ତେଲ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଉପକୃତ ହେବେ ସାଧାରଣ ଲୋକ

ନୂଆଦିଲ୍ଲୀ,୧୮ା୧୨: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ...

ଟିପିସିଓଡିଏଲ୍‌ର ଗୁଣବତ୍ତା ମାସ

ଭୁବନେଶ୍ୱର,୧୮।୧୨(ଅଭୟ ଦାଶ): ଟି ପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗୁଣବତ୍ତା ମାସ-୨୦୨୪’ ନିକଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର...

‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍‌ଫିଲ୍ଡ (ଆର୍‌ଇ)ର ପ୍ରି-ଓନ୍‌ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri