ରାଜ୍ୟରେ ଆଉ ୩୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୯ଜଣ ଥିବା ବେଳେ ୧୪୦ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୬୯ ପିଲା ରହିଛନ୍ତି। ଏନେଇ ଗୁରୁବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଦେଖନ୍ତୁ କେଉଁ ଅଞ୍ଚଳରୁ କେତେ?

Share