ପିଏମ୍‌ କିଷାନରେ ଓଡ଼ିଶାରୁ ୩୪ ଲକ୍ଷ ୯୫ ହଜାର ୧୪୭ ଚାଷୀ ସାମିଲ: ସଚିବ

ଭୁବନେଶ୍ୱର,୨୪।୨: କୃଷି ସଚିବ ଅରବିନ୍ଦ ପାଢ଼ୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ପିଏମ୍‌ କିଷାନ ଯୋଜନାରେ ଓଡ଼ିଶାରୁ ୩୪ ଲକ୍ଷ ୯୫ ହଜାର ୧୪୭ ଚାଷୀଙ୍କୁ ସାମିଲ କରାଯାଇଥିବା କୃଷି ସଚିବ ପାଢ଼ୀ କହିଛନ୍ତି।

ସ୍ବତନ୍ତ୍ର ଡ୍ରାଇଭ ମାଧ୍ୟମରେ କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ଗତ ଥର ଅପେକ୍ଷା ଏଥର ୩ ଲକ୍ଷ ୪୩ ହଜାର ୪୪୭ ଚାଷୀଙ୍କ ବୃଦ୍ଧି ଘଟିଥିବା ସେ ସୂଚନା ଦେଇଛନ୍ତି। ଯେଉଁମାନେ ବାଦ ପଡ଼ିଛନ୍ତି ପରବର୍ତ୍ତୀ ସମୟରେ ପୋର୍ଟାଲରେ ଆବେଦନ କରିପାରିବେ ବୋଲି ସଚିବ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଖରାଦିନେ ପୋଷାକ ଖଣ୍ଡେ ପିନ୍ଧି ନିତିଦିନିଆ କାମ କରୁଥିବେ, କିଛି ସମୟ ପରେ ଦେହରେ ଆପେଆପେ ଏସିର ଥଣ୍ଡା ପବନ ବାଜିବା ଭଳି ଅନୁଭବ ହେବ।...

ସହସ୍ର ରୂପରେ, ସହସ୍ର କ୍ଷେତ୍ରରେ ମଧୁସୂଦନ

ଉତ୍କଳଗୌରବ ମଧୁସୂଦନ ଏବଂ ଉକତ୍ଳମଣି ଗୋପବନ୍ଧୁ ଉଭୟ ଥିଲେ ସ୍ବତନ୍ତ୍ର ଉକତ୍ଳ ପ୍ରଦେଶ ଗଠନ ପାଇଁ ଉତ୍ସର୍ଗୀକୃତ ପ୍ରାଣ। ଓଡ଼ିଆ ଭାଷା ଅଞ୍ଚଳକୁ ନେଇ ଏକ...

ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା...

ପୋକା ପନିପରିବା ଓ କୀଟନାଶକ

ପାଠକ ବନ୍ଧୁ ! ବର୍ତ୍ତମାନ ପନିପରିବାରେ ମାତ୍ରାଧିକ କୀଟନାଶକ ପ୍ରୟୋଗ ଆମ ସମସ୍ତଙ୍କ ସାସ୍ଥ୍ୟକୁ ନଷ୍ଟ କରିବାରେ ଲାଗିଛି। କୀଟନାଶକ ପ୍ରୟୋଗ ହୋଇ ନ ଥିବା...

ଭେଙ୍କୁଭରରେ କାର୍‌ ମଡ଼ାଇ ୧୧ ଜଣଙ୍କୁ ହତ୍ୟା

ଭେଙ୍କୁଭର,୨୮ା୪: କାନାଡାର ବ୍ରିଟିଶ୍‌ କଲମ୍ବିଆସ୍ଥିତ ଭେଙ୍କୁଭରରେ ଶନିବାର ଲାପୁ-ଲାପୁ ଷ୍ଟ୍ରିଟ୍‌ ଫେଷ୍ଟିଭାଲ ବେଳେ ଭିଡ଼ ଉପରକୁ ଜଣେ ବ୍ୟକ୍ତି ଦ୍ରୁତଗତିରେ କାର୍‌ ଚଢ଼ାଇ ଦେଇଛନ୍ତି। ଏଥିରେ ୧୧...

ୟୁକ୍ରେନ୍‌କୁ ୧୪୯ ଡ୍ରୋନ୍‌ ଛାଡ଼ିଲା ରୁଷିଆ

କିଭ୍‌,୨୮ା୪: ରୁଷିଆ ପକ୍ଷରୁ ରବିବାର ଭୋର ସମୟରେ ୟୁକ୍ରେନ୍‌ ଉପରେ ୧୪୯ ଡ୍ରୋନ୍‌ ଛଡ଼ାଯାଇଛି। ଖେର୍‌ସନ ସହରରେ ହୋଇଥିବା ଏହି ଆକ୍ରମଣରେ ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ...

ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି

ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍‌ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର...

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image