କଟକରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୩୫ ଆକ୍ରାନ୍ତ; ରାଉସପାଟଣାରୁ ଅଛନ୍ତି ୨୦

କଟକ ଅଫିସ,୨୫।୭: କଟକ ସହରରେ ଶନିବାର ୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୬ ଇନଷ୍ଟିଚ୍ୟୁଟ୍‌ କ୍ୱାରାଣ୍ଟାଇନ୍‌ କେସ୍‌, ୨୬ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ଲୋକାଲ କଣ୍ଟାକ୍ଟ କେସ୍‌ ୩ଜଣ ରହିଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୪ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ରାଉସପାଟଣା କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୨୦ ଜଣ ରହିଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

Share