ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୯୫୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୨ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିକୁ ଯାଉଥିଲେ: ମାଡ଼ି ବସିଲେ ୨ ଭାଲୁ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଫରେଷ୍ଟ ସେକ୍ସନ୍‌ ଅଧୀନ କନ୍ଦାବୁଟ୍ରା ଗ୍ରାମରେ ଗୁରୁବାର ଏକ ଭାଲୁ ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ...

ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ

ପିପିଲି,୧୨।୯: ପିପିଲି ଥାନା ସମ୍ମୁଖରୁ ମହିଳାଙ୍କଠୁ ଝାମ୍ପି ନେଲେ ସାଢ଼େ ୫ ଲକ୍ଷ ଟଙ୍କା। ୨ ଜଣ ହେଲମେଟ୍‌ ପିନ୍ଧି ବାଇକ୍‌ରେ ଆସି ଟଙ୍କା ଝାମ୍ପି...

ଆସିଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

କଟକ,୧୨।୯: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା...

ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି

ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ...

ପଶ୍ଚିମବଙ୍ଗରୁ ବାଂଲାଦେଶ ପଠାଯାଉଥିଲା ଚୋରି ମୋବାଇଲ: ୫ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଧରିଲା ପୋଲିସ

ଜୟପୁର,୧୨।୯(ପବନ ପାଣିଗ୍ରାହୀ): ଆନ୍ତଃରାଜ୍ୟ ର଼୍ୟାକେଟ୍‌ର ୫ ମୋବାଇଲ ଫୋନ୍‌ ଲୁଟେରାକୁ ଜୟପୁର ଟାଉନ ପୋଲିସ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡର ବିଶାଳ...

ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର...

କମଳା ହାରିସଙ୍କ ପାଇଁ ପ୍ରଚାର କରୁଛନ୍ତି ଓଡ଼ିଆ ପୁଅ: ଜାଣନ୍ତୁ କିଏ ସେ ?

ଭୁବନେଶ୍ୱର,୧୨।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରୋଚକ ମୋଡ଼ ନେଉଥିବା ବେଳେ ଏଠାରେ ଜଣେ ଓଡ଼ିଆ ପୁଅଙ୍କୁ କମଳା ହାରିସଙ୍କୁ ନିର୍ବାଚନରେ ସହଯୋଗ କରୁଥିବା ଦେଖିବାକୁ ମିଳିଛି।...

ଖେଳ ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ରୀ ଲହୁ ଲୁହାଣ

ବାଲିଗୁଡ଼ା,୧୨।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ। ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇବା ବେଳେ ୫ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri