Posted inଖେଳ

ପ୍ରଥମ ପର୍ଯ୍ୟାୟରେ ଭାଗନେଲେ ୩୫୮

ଭୁବନେଶ୍ୱର, ୬।୭ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ପେସ୍‌ ବୋଲର ପ୍ରତିଭା ଅନ୍ବେଷଣ ଶିବିର (ପ୍ରଥମ ପର୍ଯ୍ୟାୟ) ବୁଧବାର କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ଢେଙ୍କାନାଳ ଓ ନୟାଗଡ଼ ଜିଲାରୁ ମୋଟ ୩୫୮ ପ୍ରତିଭା ସମ୍ପନ୍ନ ପେସ୍‌ ବୋଲର ଏହି ଶିବିରରେ ଯୋଗ ଦେଇଥିଲେ। ଓଡ଼ିଶା ସିନିୟର ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଦୀନେଶ ମୋଙ୍ଗିଆ ଏବଂ ଅମିୟ ରାୟ, ସୌରଜିତ ମହାପାତ୍ର, ସୁବିତ ବିଶ୍ୱାଳ ଓ ପ୍ରଭଞ୍ଜନ ମଲିକ ଆଦି ଓସିଏର ସିନିୟର ଓ ଜୁନିୟର କୋଚ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଶିବିର ପରିଚାଳିତ ହୋଇଥିଲା। ପେସ୍‌ ବୋଲର ପ୍ରତିଭା ଅନ୍ବେଷଣର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ଶିବିର ଯଥାକ୍ରମେ ଗୁରୁବାର ଓ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ଅନ୍ୟ ଜିଲା ଗୁଡ଼ିକରୁ ପେସ୍‌ ବୋଲର ପ୍ରତିଭାମାନେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଜ୍ଜାଜନକ ପରାଜୟ ପରେ ଆକ୍ସନ ମୋଡ୍‌ରେ ବିସିସିଆଇ: ଦୀପାବଳି ଦିନ ମଧ୍ୟ…

ନୂଆଦିଲ୍ଲୀ,୨୮।୧୦:ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଟିମ...

ନ୍ୟୁଜିଲାଣ୍ଡ ଟେଷ୍ଟ ଭିତରେ ଆସିଲା ବଡ଼ ଖବର, ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଲକ୍ଷ୍ମଣ କୋଚ୍

ମୁମ୍ବାଇ,୨୮ା୧୦: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚକୁ ୧୧୩ ରନରେ ଜିତି ଐତିହାସିକ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ। ଅନେକ ଦିନ ପରେ ଭାରତ ଘରୋଇ...

ଚମ୍ପିଆନ୍ସ ଟ୍ରଫି ପୂର୍ବରୁ ପାକିସ୍ତାନ ଦଳରେ ପରିବର୍ତନ; ମହମ୍ମଦ ରିଜୱାନଙ୍କୁ ମିଳିଲା ଅଧିନାୟକ ପଦ

ନୂଆଦିଲ୍ଲୀ,୨୭ା୧୦: ପାକିସ୍ତାନ କ୍ରିକେଟ ବୋର୍ଡ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଦଳରେ ବଡ ପରିବର୍ତନ କରିଛି। ବାବର ଦିନିକିଆ ଏବଂ ଟି୨୦ କ୍ରିକେଟରୁ ଅବସର ନେବା ପରେ...

ବିନା ଅଧିନାୟକରେ ଟିମ୍ ଘୋଷଣା କଲା ପାକିସ୍ତାନ; ଜିମ୍ବାୱେ ଗସ୍ତରୁ ବାଦ ପଡ଼ିଲେ ବାବର-ଶାହୀନ

ନୂଆଦିଲ୍ଲୀ,୨୭ା୧୦: ଜିମ୍ବାୱେ ଏବଂ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ପୂର୍ବତନ ଅଧିନାୟକ ବାବର ଆଜମଙ୍କୁ ଜିମ୍ବାୱେ ଗସ୍ତ ପାଇଁ...

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ...

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍‌ ଇଣ୍ଡିଆ

ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri