ତୁର୍କୀ-ସିରିଆ ଭୂକମ୍ପ ଘଟଣା: ଏପର୍ଯ୍ୟନ୍ତ ୩୬୦ ଲୋକଙ୍କ ଗଲାଣି ଜୀବନ

ଆଙ୍କରା,୬।୨: ତୁର୍କୀ ଏବଂ ସିରିଆରେ ଦୁଇଟି ଶକ୍ତିଶାଳୀ ଭୂକମ୍ପର କମ୍ପନ ଅନୁଭୂତ ହୋଇଛି। ଏହି ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପର୍ଯ୍ୟନ୍ତ ୩୬୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଏଥିସହ ଏକ ହଜାରରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ତୁର୍କୀର ଆଦାନା ସହରରେ ୧୭ ମହଲା ଏବଂ ୧୪ ମହଲା କୋଠା ଭୁଶୁଡି ପଡିଛି। ଏବେ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ସ୍ଥାନୀୟ ସମୟ ଭୋର ୪.୧୭ରେ ପ୍ରଥମ ଭୂକମ୍ପ ଅନୁଭୂତ ହୋଇଥିଲା ଏବଂ କିଛି ମିନିଟ ପରେ କେନ୍ଦ୍ରୀୟ ତୁର୍କୀରେ ଦ୍ୱିତୀୟ କମ୍ପନ ଅନୁଭୂତ ହୋଇଥିଲା। ତୁର୍କୀରେ ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ରେ ମାପ କରାଯାଇଥିଲା। ଦକ୍ଷିଣ ତୁର୍କୀରେ ଏହି ଭୂକମ୍ପ ଘଟିଛି। ଅନେକ ଆପାର୍ଟମେଣ୍ଟ ଏଠାରେ ଭୁଶୁଡି ପଡିଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କୁହାଯାଇଛି। ଏଥି ସହିତ ଭୂକମ୍ପ ପରେ ତୁର୍କୀ ଅନ୍ତର୍ଜାତୀୟ ସହାୟତା ପାଇଁ ନିବେଦନ କରିଛି। ତୁର୍କୀ ପରେ ସିରିଆରେ ମଧ୍ୟ ଏକ ବଡ଼ କ୍ଷତି ହୋଇଛି। ଏପର୍ଯ୍ୟନ୍ତ ଏଠାରେ ୨୩୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦୦ରୁ ଅଧିକ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri