୩୮ ଲକ୍ଷ କୃଷକ ପିଏମ କିଷାନ ସମ୍ପଦ ଯୋଜନାର ପାଇଛନ୍ତି ଲାଭ, ଅମଳ ପରବର୍ତ୍ତୀ କ୍ଷତିକୁ ରୋକିବା ପାଇଁ ଯୋଜନା…

ନୂଆଦିଲ୍ଲୀ,୧।୨ : ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି’ ୩୮ ଲକ୍ଷ କୃଷକ ପିଏମ କିଷାନ ସମ୍ପଦ ଯୋଜନା ଦ୍ୱାରା ଲାଭ ପାଇଛନ୍ତି ।
୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଅମଳ ପରବର୍ତ୍ତୀ କ୍ଷତିକୁ ରୋକିବା ପାଇଁ ଯୋଜନା ମଧ୍ୟ କରାଯାଉଛି। ଅମଳ ପରବର୍ତ୍ତୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିବା ପାଇଁ ଆମେ ଘରୋଇ ଏବଂ ସରକାରୀ କ୍ଷେତ୍ର ସହଭାଗିତାକୁ ମଜବୁତ କରିଛୁ।

ଆତ୍ମନିର୍ଭରଶୀଳ ତେଲ ବିହନ ଅଭିଯାନକୁ ମଜବୁତ କରାଯାଇଛି। ଏହା ଅଧୀନରେ ନୂତନ କୃଷି ପ୍ରଯୁକ୍ତିବିଦ୍ୟା ଏବଂ କୃଷି ବୀମାକୁ ପ୍ରୋତ୍ସାହିତ କରାଯିବ। ଦୁଗ୍ଧ ସହିତ ଜଡିତ କୃଷକମାନଙ୍କୁ ମଧ୍ୟ ସାହାଯ୍ୟ କରାଯାଉଛି। ରାଷ୍ଟ୍ରୀୟ ଗୋକୁଳ ମିଶନ ପରି ଯୋଜନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି।...

କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା...

ଡିଜେ ସାଉଣ୍ଡ ଶୁଣି ଟଳିପଡିଲେ ନାବାଳକ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡିଜେର ଉଚ୍ଚ ସ୍ବର ଯୋଗୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ନିକଟରେ ଦଶହରା...

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ...

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କହିଛନ୍ତି ଯେ ଏପର୍ଯ୍ୟନ୍ତ...

ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ!

ମୁମ୍ବାଇ,୧୮।୧୦: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ମହାକାଳ ମନ୍ଦିରରେ ନିୟମ ଭାଙ୍ଗିବାର ଏକ ମାମଲା ସାମ୍ନାକୁ ଆସିଛି। ଅଭିଯୋଗ ହୋଇଛି ଯେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri