୩୯ ପୋଲିସ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୫ା୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହାକୁ ମୁକାବିଲା କରିବା ପାଇଁ କରୋନା ଯୋଦ୍ଧା ଭାବେ ଜିଲା ପୋଲିସ ପ୍ରଶାସନ ଦିନରାତି ଏକ କରିଦେଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ, କୋଭିଡ୍‌ ସଚେତନତା, ଆମାନିଆଙ୍କୁ ସାବାଡ୍‌ କରିବା ଲାଗି ପଦକ୍ଷେପ ଗ୍ରହଣ କରୁଛି। ଏହିସବୁ କାର୍ଯ୍ୟ କଲାବେଳେ କରୋନାରେ ପୋଲିସ କର୍ମଚାରୀ ଆକ୍ରାନ୍ତ ହେଉଥିବା ଜଣାପଡିଛି। କରୋନା ଦ୍ୱିତୀୟ ଲହରରେ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯ଜଣ ଆକ୍ରାନ୍ତ ପୋଲିସ କର୍ମଚାରୀ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହି ଚିକିତ୍ସିତ ହେଉଛନ୍ତି। ଆକ୍ରାନ୍ତ ହୋଇଥିବା ସମସ୍ତ କର୍ମଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଏସ୍‌ପି ବିକାଶ ଚନ୍ଦ୍ର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଦାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଡେପୁଟେଶନରେ ଗଲେ ଆୟୁଷ ଡ଼ାକ୍ତର

ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ଜଣ ମୃତ୍ୟୁ ଓ ୬ ଗୁରୁତର...

ଯବାନଙ୍କ ଉପରକୁ ଆକ୍ରମଣ କରି ଅସ୍ତ୍ରଶସ୍ତ୍ର ଲୁଟ୍‌, ଫଟୋ ଭାଇରାଲ କରି ମାଓବାଦୀ ଲେଖିଲେ PLGA

ମାଲକାନଗିରି,୫ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ଗତ ଦୁଇ ଦିନ ପୂର୍ବରୁ ମାଓବାଦୀମାନେ ୨ଯବାନଙ୍କ ଉପରକୁ ଆକ୍ରମଣକରି ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଛଡାଇ ନେଇଥିଲେ। ଏହାର ଏକ ଫଟୋ...

କଣ୍ଟାବାଞ୍ଜିରେ ଲଢିବା ଚକ୍ରାନ୍ତକୁ ନେଇ ମୁହଁ ଖୋଲିଲେ ନବୀନ, କହିଦେଲେ ଏତେ ବଡ଼ କଥା

ଭୁବନେଶ୍ୱର,୫।୧୧: କିଛିଦିନ ପୂର୍ବରୁ ନବୀନ ପଟ୍ଟନାୟକଙ୍କୁ ନେଇ ସାଂଘାତିକ ବୟାନ ଦେଇଥିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଏହାପରେ ତାଙ୍କ ସ୍ବାମୀ ଦେବୁଲି ଦାସ ମଧ୍ୟ...

ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍‌

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ...

ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ...

ମେଘନାଥ ପାଚେରିରେ ଫାଟ: ଅସନ୍ତୋଷ ଜାହିର କଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ; ପୂର୍ବ ସରକାରଙ୍କୁ ଟାର୍ଗେଟ କରି…

ପୁରୀ,୫।୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri