୪ ଏକର ଜଙ୍ଗଲରେ ନିଆଁ

ପାଟଣା,୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଡଳଙ୍ଗ ସଂରକ୍ଷିତ ଜଙ୍ଗଲ, ଯମୁନାପଶି ଗ୍ରାମ୍ୟ ଜଙ୍ଗଲରେ ସୋମବାର ସାରେ ନିଆଁ ଲାଗିଛି। ୪ ଏକର ପରିମିତ ଜଙ୍ଗଲରେ ନିଆଁ ଲାଗି ଆକାଶିଆ ଓ ପଟାସ ଗଛ ଜଳିପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛି। ପ୍ରତିଦିନ ମନୁଷ୍ୟକୃତ ବନାଗ୍ନି କାରଣରୁ ବନ ବିଭାଗ ଓ ଅଗ୍ନିଶମ ବାହିନୀକୁ ନାକେଦମ ହେବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କାଯାଇଥିବା ଜି ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ...

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ...

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ...

ପୁଣି ଆଳୁ ଅଟକାଇଲେ ଦିଦି, ଟେନଶନରେ ସରକାର

ଜଳେଶ୍ୱର,୨୮।୧୧: ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ...

ରୋଡ୍‌ ରୋମିଓଙ୍କୁ ସାବାଡ଼ କଲେ ଗ୍ରାମବାସୀ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ସାନଖେମୁଣ୍ଡି ବ୍ଳକ ପଥରପୁଞ୍ଜି ଗ୍ରାମବାସୀ ବୁଧବାର କିଛି ରୋଡ଼ ରୋମିଓଙ୍କୁ ସାବାଡ କରିଛନ୍ତି। ପୂର୍ବ ଯୋଜନା ଅନୁସାରେ ୨ ରୋଡ଼ ରୋମିଓଙ୍କୁ କାବୁ...

ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ

ହିନ୍ଦୋଳ,୨୮।୧୧: ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଅନ୍ତର୍ଗତ କଡଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଭୋର ସମୟରେ ଗ୍ରାମର ଗାୟତ୍ରୀ ମଣ୍ତପ ନିକଟସ୍ଥ...

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ହୁ ହୁ ହୋଇ ଜଳିଗଲା ୧୦ ଏକର ଜମିର ଅମଳ ଧାନ

ବରଗଡ଼ ୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ବିର୍ଜାମ ଗ୍ରାମରେ ଖଳାରେ ଗଦା ହୋଇଥିବା ଅମଳ ଧାନରେ ବୁଧବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ...

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡିଶା ଷ୍ଟଲକୁ ମିଳିଲା ଦ୍ୱିତୀୟ ସ୍ଥାନ

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ):ଦେଶର ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦଯାପିତ ହୋଇଯାଇଛି। ଉକ୍ତ ବାଣିଜ୍ୟ ମେଳାରେ ଦେଶର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri