ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୃ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ନବରଙ୍ଗପୁରରୁ ୨ ଜଣ, ଜଗତସିଂହପୁର-ବଲାଙ୍ଗୀରରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Details of cases confirmed as death due to Covid-19, after due completion of death audit process:
1.A 62 years old Male of Bolangir District who was also suffering from Hypertension & Schizophrenia.
2.A 70 years old Female of Jagatsinghpur District.
— H & FW Dept Odisha (@HFWOdisha) October 9, 2021