
ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍ ଖୋଲାଯାଇଛି।
ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍ ଖୋଲାଯାଇଛି।
ଭୁବନେଶ୍ୱର,୧୦।୪: କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି...
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ...
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି...
ଭୁବନେଶ୍ୱର,୧୦।୪: ୱକଫ୍ ବିଲ୍ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି।...
ଭୁବନେଶ୍ୱର,୧୦ା୪: ଓ୍ବକ୍ଫ ବିଲ୍କୁ ନେଇ ରାଜ୍ୟ ବିଜେଡିରେ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାଁ ନେଉନି। ଇତିମଧ୍ୟରେ ବିଦେଶ ଗସ୍ତରୁ ଫେରିଛନ୍ତି ଏମ୍ପି ସସ୍ମିତ ପାତ୍ର।...
ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ...
ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଏମ୍ପି ଅଶ୍ୱିନୀ ଚୌବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ନୀତୀଶ ଉପପ୍ରଧାନମନ୍ତ୍ରୀ...
ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ...