ଜଳିଗଲା ୪ବଖରା ଘର

କେନ୍ଦ୍ରାପଡ଼ା,୧୬।୬: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ବଡ଼ମାନୁପୁର ଗାଁରେ ରବିବାର କ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪ ବଖରା ଚାଳଛପର ଘର ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଘରର ସମସ୍ତ ଆସବାପତ୍ର ସହ ସମ୍ପତ୍ତି ପୋଡି ଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ତଦନ୍ତ ଜାରି ରିହିଛି।

ଅନ୍ୟପକ୍ଷେ ପରିବାର ଲୋକେ ବାସହରା ହୋଇପଡିଥିବା ବେଳେ ତୁରନ୍ତ ଘଟଣାର ତଦନ୍ତ କରି ଆବଶ୍ୟକ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍‌ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ

ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ...

ହୋଟେଲରୁ ବାହାରି  ଏମିତି କହିଲେ ପୀୟୂଷ, ସବୁ ଫେରାଇ…

ଭୁବନେଶ୍ୱର,୧୧।୪: ସତ୍ୟନଗରର ଏକ ହୋଟେଲରୁ ବାହାରି  ଯାତ୍ରା ହିରୋ ପୀୟୂଷ ତ୍ରିପାଠୀ ତାଙ୍କ  ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟଙ୍କା ଫେରାଇଲି, ଗାଡ଼ି ଫେରାଇବି। ମାଲିକ...

ଦଣ୍ଡଯାତ୍ରାରେ ଜଙ୍ଗଲ ସୁରକ୍ଷା ବର୍ତ୍ତା

ବାଲିଗୁଡ଼ା,୧୧ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ମା’ ଦକ୍ଷିଣକାଳୀ ଦଣ୍ଡନୃତ୍ୟ କମିଟି ପକ୍ଷରୁ ବିଭିନ୍ନ ୱାର୍ଡର କାମନାକାରୀଙ୍କ ଘରକୁ ମା’ ବିରାଜମାନ କରି ଦଣ୍ଡଯାତ୍ରା ଅନୁଷ୍ଠିତ...

Ayushman Card: ଆସିଲା ଲିଷ୍ଟ! ଏମାନଙ୍କୁ ମିଳିବନି ଆୟୁଷ୍ମାନ କାର୍ଡରେ ଲାଭ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ମାଗଣା ଚିକିତ୍ସା ସୁବିଧା ପ୍ରଦାନ କରୁଛି। ଏହି...

ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…

ନୂଆଦିଲ୍ଲୀ,୧୧।୪: ଆଇପିଏଲ୍‌ ୨୦୨୫ରେ ଟିମ୍‌ ଇଣ୍ଡିଆର ଷ୍ଟାର ଉଇକେଟକିପର୍‌ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍‌ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍‌...

ସ୍ବାସ୍ଥ୍ୟ କାର୍ଡ ଦାବି କଲେ ହସ୍ପିଟାଲ କର୍ମଚାରୀ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ): ସରକାରୀ କର୍ମଚାରୀଙ୍କୁ କ୍ୟାଶଲେସ୍‌ ସ୍ବାସ୍ଥ୍ୟ ବୀମାରେ ସାମିଲ ସହ ପୁରୁଣା ହାରରେ ପେନସନ ପ୍ରଦାନ କରିବାକୁ ଛତ୍ରପୁର ହସ୍ପିଟାଲର କର୍ମଚାରୀମାନେ ଦାବି କରିଛନ୍ତି।...

କାର୍ଡ ବଦଳାଇ ମହିଳାଙ୍କ ଆକାଉଣ୍ଟରୁ ନେଇଗଲେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଖଲ୍ଲିକୋଟ,୧୧ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏଟିଏମରୁ ଟଙ୍କା ଉଠାଇବା ବେଳେ ଜଣେ ମହିଳାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ଜଣେ ଦୁର୍ବତ୍ତ ଲକ୍ଷାଧିକ...

ବେଶି ନୁହେଁ କେବଳ ଏହି ଗୋଟିଏ  କାରଣ ପାଇଁ  ନବୀନ ଲାଗୁ କଲେନି ଆୟୁଷ୍ମାନ ଭାରତ: ସବୁ ଗୁମର ଖୋଲିଦେଲେ ନଡ୍ଡା

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ  କଟକରେ  କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image