Posted inଜାତୀୟ

ଉଦ୍ଧବ ଗ୍ରୁପଙ୍କ ନେତାଙ୍କ ଉପରେ ୪ ରାଉଣ୍ଡ ଗୁଳି! ପ୍ରବକ୍ତା ଆନନ୍ଦ କହିଲେ ଏବେ କେହି ନୁହେଁ ସୁରକ୍ଷିତ

ମୁମ୍ବାଇ,୮।୨: ମୁମ୍ବାଇର ଦହିସର ଅଞ୍ଚଳରେ ଘଟିଥିବା ଗୁଳି ବିନିମୟରେ ଶିବସେନା (ୟୁବିଟି) ନେତା ଅଭିଷେକ ଘୋଷାଲକରଙ୍କୁ ଗୁଳି କରାଯାଇଥିଲା। ତତକ୍ଷଣାତ୍‌ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୁମ୍ବାଇ ପୋଲିସର ସୂଚନାନୁସାରେ, ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।
ଏଜେନ୍ସି ଅନୁଯାୟୀ, ଦଳର ନେତାଙ୍କ ଉପରେ ଗୁଳି ବିନିମୟ ମାମଲାରେ ଶିବସେନା (ୟୁବିଟି) ମୁଖପାତ୍ର ଆନନ୍ଦ ଦୁବେ ଏକନାଥ ଶିନ୍ଦେ ସରକାରଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ସେମାନେ କହିଲେ,
ମହାରାଷ୍ଟ୍ରରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରାଯାଉଛି। ଶିବସେନା (ଶିନ୍ଦେ), ଭାଜପା ଏବଂ ଅଜିତ ପାୱାରଙ୍କ ଏନସିପି ସମ୍ପୂର୍ଣ୍ଣ ବିଫଳ ହୋଇଛି। ବର୍ତ୍ତମାନ କେହି ସୁରକ୍ଷିତ ମନେ ହେଉନାହାଁନ୍ତି … ଯଦି ଜଣେ ସାଧାରଣ ପ୍ରତିନିଧୀ ମଧ୍ୟ ସୁରକ୍ଷିତ ନୁହଁନ୍ତି, ତେବେ ସାଧାରଣ ଲୋକଙ୍କ ବିଷୟରେ କ’ଣ କୁହାଯାଇପାରେ ବୋଲି ସେ ପ୍ରଶ୍ନ କରିଛନ୍ତି। ସରକାର ନିଜେ ଭୟର ବାତାବରଣ ସୃଷ୍ଟି କରୁଛନ୍ତି କି ବୋଲି ବି ସେ କହିଛନ୍ତି। ବିରୋଧୀ ଲୋକଙ୍କୁ ଚୟନକରି ଟାର୍ଗେଟ କରାଯାଉଛି କି।
ସେ କହିଛନ୍ତି ଯେ ଆମର ନେତା ସଞ୍ଜୟ ରାଉତ କହିଛନ୍ତି ଯେ ଏହି ସରକାର ଗୁଣ୍ଡା ପ୍ରତିପୋଷଣ କରୁଛନ୍ତି, ଏହାର ଏକ ଜୀବନ୍ତ ଉଦାହରଣ ଆଜି ମୁମ୍ବାଇରେ ଦେଖିବାକୁ ମିଳିଥିଲା। ଅଭିଷେକ ଘୋଷାଲକରଙ୍କ ଉପରେ ତିନି ଚାରି ରାଉଣ୍ଡ ଗୁଳି ବିନିମୟ ହୋଇଥିଲା। ଏହା ଜୀବନ ଏବଂ ମୃତ୍ୟୁର ପ୍ରଶ୍ନ, କିଏ ଏହାର ଉତ୍ତର ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିଧାନ ଦିବସ ପାଇଁ ପାର୍ଲାମେଣ୍ଟରେ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ା୧୧: ୧୯୪୯ ନଭେମ୍ବର ୨୬ରେ ସେଣ୍ଟ୍ରାଲ ହଲ୍‌ରେ ଅନୁଷ୍ଠିତ ସମ୍ବିଧାନ ସଭାରେ ସମ୍ବିଧାନ ଗୃହୀତ ହୋଇଥିଲା। ଏହାର ୭୫ତମ ବାର୍ଷିକୀ ନିମନ୍ତେ ମଙ୍ଗଳବାରଠାରୁ ବର୍ଷବ୍ୟାପୀ ଉତ୍ସବ...

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ...

ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମନେ ପକାଇ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ...

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ...

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ...

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି।...

ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ: ଆସନ୍ତାବର୍ଷ ଲକ୍ଷେ ନୂଆ ଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ରହିଛି ଲକ୍ଷ୍ୟ

ନୂଆଦିଲ୍ଲୀ,୨୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’କାର୍ଯ୍ୟକ୍ରମର ୧୧୬ ତମ ଏପିସୋଡ୍‌ରେ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମେ ଜାତୀୟ କ୍ୟାଡେଟ କର୍ପସ...

ଚର୍ଚ୍ଚାରେ ହେଲିକପ୍ଟର ମାଡାମ, ବାରିପଦା ଝିଅ ହେବେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ!

ରାଞ୍ଚି,୨୪।୧୧: ଝାଡ଼ଖଣ୍ଡର JMM ସରକାର ପୁଣି ବାଜିମାତ ପରେ ଏବେ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ। କୁହାଯାଉଛି କଳ୍ପନା ସୋରେନଙ୍କ ଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri