ବାଲି ଚାଲାଣ ବେଳେ ୪ ହାଇଓ୍ବା, ଜେସିବି ଜବତ: ୪ ଅଟକ

କେସିଙ୍ଗା,୨୩।୫: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମ ନିକଟସ୍ଥ ଦେହେରେନ ନାଲାରୁ ସୋମବାର ବାଲି ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ଲଇତରା ରାଜସ୍ବ ନିରୀକ୍ଷକ ପ୍ରିୟବ୍ରତ ପୃଷ୍ଟି ବାଲିଘାଟରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ରାଜସ୍ବ ନିରୀକ୍ଷକ ପୃଷ୍ଟି ଘଟଣାସ୍ଥଳରୁ ୪ଟି ହାଇଓ୍ବା ଏବଂ ଗୋଟିଏ ଜେସିବି ମେଶିନ ଜବତ କରିଥିଲେ। ଏପରି କି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ୪ଜଣ ଡ୍ରାଇଭରଙ୍କୁ ଥାନାକୁ ନେଇଥିଲା। ଥାନାରେ ଅଟକ ରଖି ପୋଲିସ ଅଧିକ ପଚରାଉଚରା ଚଳାଇଛି। କେସିଙ୍ଗା ପୋଲିସ ଘଟଣାସ୍ଥଳରୁ ୪ଟି ହାଇଓ୍ବା ଜବତ କରି ଥାନାରେ ରଖିଛି। ଅନ୍ୟପକ୍ଷେ ଦୀର୍ଘଦିନ ହେଲା ସମ୍ପୃକ୍ତ ଅଞ୍ଚଳରୁ ବାଲି ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଥିଲା। ଏ ନେଇ ଲଇତରା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ଥାନାରେ ଏକ ଅଭିଯୋଗ ହୋଇଛି। ପୋଲିସ ପୃଥକ୍‌ ୪ଟି ମାମଲା(ନଂ.୪୦/୨୨, ୪୧/୨୨, ୪୨/୨୨, ୪୩/୨୨) ରୁଜୁ କରିଛି। ଚଢାଉରେ କେସିଙ୍ଗା ଓ ଲଇତରା ସୁପର ଭାଇଜର ଅଜୟ ରାଜ ଶିଖା, କେସିଙ୍ଗା ଆର୍‌ଆଇ ନିହାରିକା ଦୋରା ପ୍ରମୁଖ ସାମଲି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ବଢୁଛି ଶକ୍ତି: ଭାଜପାରେ ମିଶିଲେ ୪ ସମିତି ସଭ୍ୟ

ଆସିକା,୧୮ା୧୧(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଜୋର୍‌ଦାର ଚାଲିଛି। ସୋମବାର ଆସିକା ବ୍ଲକ...

ଅନାସ୍ଥାରେ ହାରିଲେ ଏନ୍‌ଏସି ଉପାଧ୍ୟକ୍ଷା: ବିରୋଧୀଙ୍କୁ ଦେଇଦେଲେ ନିଜ ଭୋଟ୍‌

ବେଲଗୁଣ୍ଠା,୧୮ା୧୧(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସି ଉପାଧ୍ୟକ୍ଷା ଟି. ବବିତା କୁମାରୀ ସୋମବାର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଗତ ୬ ତାରିଖରେ କାଉନସିଲମାନେ...

ଗଞ୍ଜାମରେ ଡିସେମ୍ବର ୨୩ରୁ ଧାନ ସଂଗ୍ରହ

ଛତ୍ରପୁର,୧୮ା୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ରହ୍ମପୁର...

ମକାମଣ୍ଡି ଉଦ୍‌ଘାଟିତ

ଉମରକୋଟ, ୧୮।୧୧(ସନ୍ତୋଷ ଶତପଥୀ): କେନ୍ଦ୍ର ସରକାରଙ୍କ ସଂସ୍ଥା ନାଫେଡ୍‌ ପକ୍ଷରୁ ନବରଙ୍ଗପୁର ଜିଲାର ଉମରକୋଟ, ଝରିଗାଁ ଓ ରାଇଘରରେ ମକାମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଉମରକୋଟ ଆର୍‌ସିଏମ୍‌ଏସ୍‌...

ନିଆଁ ଲାଗି ଜଳିଗଲା ହୋଟେଲ

ଏମ୍‌ଭି ୭୯,୧୮ା୧୧(ଭିକି ବାରିକ): ମାଲକାନଗିରି ଜିଲା ଏମ୍‌ଭି ୭୯ ଶିବମନ୍ଦିର ସମ୍ମୁଖରେ ଥିବା ଏକ ହୋଟେଲରେ ସୋମବାର ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ଜଳି ଯାଇଛି।...

ଶିଶୁ ବିକାଶ ଯୋଜନା ବାଟବଣା: ଅଙ୍ଗନୱାଡ଼ି କର୍ମୀଙ୍କ ବାରଣ୍ଡାରେ ପାଠପଢ଼ା

କୋକସରା,୧୮ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକରେ ଶିଶୁ ବିକାଶ ଯୋଜନା ବାଟବଣା ହୋଇଛି। ଲଡୁଗାଁ ପଞ୍ଚାୟତ ପୀତବାସପୁରଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ରରେ ଗୃହ...

ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରର ୧୧ ଛାତ୍ରୀ ଅସୁସ୍ଥ

ଦେବଗଡ଼,୧୮।୧୧: ଦେବଗଡ଼ ଜିଲା ମୁଖ୍ୟ ହସ୍ପିଟାଲ ପରିସର ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରରେ ସୋମବାର ଏକ ଅଘଟଣ ଘଟିଛି। ୧୧ଜଣ ଏଏନ୍‌ଏମ୍‌ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ...

ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ,୧୮।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଦେହାନ୍ତରେ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri