Categories: ବାଣିଜ୍ୟ

ପହିଲାରୁ ବଢ଼ିବ ୪ ଚକିଆ ଯାନ ଦର

ଭୁବନେଶ୍ୱର,୫।୧୨: ଦେଶର ପ୍ରମୁଖ ୪ଚକିଆ ଯାନ ନିର୍ମାତା ଓ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ୨୦୨୪ ଜାନୁୟାରୀରୁ ନୂଆ ଦର ଲାଗୁ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷ କରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଘରୋଇ ବଜାରରେ କଞ୍ଚାମାଲର ଅଭାବ କାରଣରୁ ଯାନ ଦର ବୃଦ୍ଧି କରାଯାଉଛି ବୋଲି ଅଟୋମେକରଙ୍କ ପକ୍ଷରୁ କୁହାଯାଇଛି।

Share