
ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ ହୋଇଛି। ୧୬ ବର୍ଷର ନାବାଳକ ବଳାତ୍କାର କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ରିଆମାଳ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ନାବାଳକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ବାଭାବିକ ଅଛି। ସୋମବାର ଡାକ୍ତରୀମାଇନା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।