ଲାଗିଲା ଭୟଙ୍କର ନିଆଁ, ୪୦ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୨।୬: ବୁଧବାର ଦକ୍ଷିଣ କୁଏତର ଏକ ବିଲ୍ଡିଂରେ ଭୟଙ୍କର ନିଆଁ ଲାଗିଛି । ଫଳରେ ୪୦ଜଣ ଭାରତୀୟ ଏହି ନିଆଁରେ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, କୁଏତର ମଙ୍ଗାଫ୍‌ ଅଞ୍ଚଳରେ ସକାଳ ୬ ଟା ସମୟରେ ଏହି ଅଗ୍ନିକାଣ୍ଡ ଘଟିଛି । ଯେଉଁ ବିଲ୍ଡିଂରେ ଏହି ଅଗ୍ନିକାଣ୍ଡ ଘଟିଛି ସେଠାରେ ଗୃହ ନିର୍ମାଣ ଶ୍ରମିକମାନେ ବସବାସ କରୁଥିବା ଆଞ୍ଚଳିକ ଟିଭିକୁ ସ୍ଥାନୀୟ ପୋଲିସ୍‌ ଅଧିକାରୀ ସୂଚନା ଦେଇଛନ୍ତି ।

ଏହି ଅଗ୍ନିକାଣ୍ଡରେ ଅନେକ ଆହତଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ରୁ ଅଧିକ ଲୋକଙ୍କ ମୃତଦେହ ରହିଛି । ଏହି ବିଲ୍ଡିଂରେ ପାଖାପାଖି ୧୬୦ ଜଣ ରହୁଥିବା ବେଳେ ଅଧିକାଂଶ ଭାରତୀୟ ଥିବା ଜଣାପଡ଼ିଛି ।

ତେବେ ଏନେଇ ଭାରତୀୟ ଦୂତାବାସ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଉପରେ ଲକ୍ଷ୍ୟ ରଖାଯାଇଛି । ଆହତ ଭାରତୀୟଙ୍କୁ କିପରି ଭଲ ସ଼୍ବାସ୍ଥ୍ୟ ସେବା ଯୋଗାଇ ହେବ ସେ ନେଇ ଧ୍ୟାନ ଦିଆଯାଉଛି । ପ୍ରାୟ ସମସ୍ତଙ୍କ ଅବସ୍ଥା ସ୍ଥିର ରହିଥିବା ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri