ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on
7th Feb (till 9am). pic.twitter.com/vhG36KV37O— BMC (@bmcbbsr) February 7, 2021