ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 

Share