Posted inଫୁରସତ

ଏହି ଯୁବତୀଙ୍କ ଜିଭ ଦେଖି ଲାଗିବ ୪୪୦ ଭୋଲ୍ଟର ଝଟ୍‌କା: ଦେଖନ୍ତୁ ଭିଡିଓ

ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ଜଣେ ଯୁବତୀ ନିଜ ଜିଭ ଦେଖାଉଥିବାର ଦେଖାଯାଇଛି। HALEWWWW ନାମକ ଏକ ଆକାଉଣ୍ଟରୁ ଶେୟାର ହୋଇଥିବା ଏହି ଭିଡିଓରେ, ଜଣେ ଯୁବତୀ କ୍ୟାମେରା ଆଗକୁ ଆସି ଏପରି ଏକ ଅଭିନୟ କରନ୍ତି, ଯାହାକୁ ଦେଖି ଭୟ ଲାଗିବ। ପ୍ରଥମେ ଯୁବତୀ ହସି ହସି ଆସନ୍ତି ଏବଂ ତା’ପରେ ସେ ମୁହଁ ଖୋଲି ଜିଭ ବାହାର କରିବା ମାତ୍ରେ ସହଜେ ବିଶ୍ୱାସ କରିବା କଷ୍ଟକର ହୋଇଯାଏ। ଯୁବତୀ ଜିଭ ସାଧାରଣ ଅପେକ୍ଷା ବହୁତ ବଡ ଦେଖାଯାଉଛି। ସେ ମଧ୍ୟ ଜିଭକୁ ସମ୍ପୂର୍ଣ୍ଣ କରି ଦେଖାଉଛନ୍ତି।
ଏହି ଭିଡିଓଟି ଲକ୍ଷ ଲକ୍ଷ ଥର ଦେଖାଯାଇଛି ଏବଂ ପ୍ରାୟ ୧୫ ହଜାର ଲାଇକ ପାଇଛି।ଲୋକମାନେ ଭିଡିଓ ଉପରେ ମନ୍ତବ୍ୟ ଦେଇ ଆଶ୍ଚର୍ଯ୍ୟ ପ୍ରକଟ କରୁଛନ୍ତି। କିଛି ଲୋକ ମଜା କରୁଥିବା ମଧ୍ୟ ଦେଖାଯାଇଥିଲା।

 

View this post on Instagram

 

A post shared by HALEWWWW (@halewwww)


Enter your email to get our daily news in your inbox.

All Right Reserved By Dharitri.Com

୫୦୬ ବର୍ଷ ପୁରୁଣା ମାରାତ୍ମକ ମହାମାରୀ, ରାସ୍ତା ଉପରେ ନାଚି ନାଚି ୪୦୦ ଲୋକଙ୍କର ହୋଇଥିଲା ମୃତ୍ୟୁ

ଷ୍ଟାର୍ସବର୍ଗ: ଇତିହାସରେ ଏପରି ଅନେକ ଘଟଣା ଘଟିଛି ଯାହା ଆଜି ବି ଲୋକମାନେ ମନେ ପକାଇ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ଆଜି ଆମେ ଏପରି ଏକ...

ଲଣ୍ଡନରେ ଲୋକଙ୍କ ପାଟିରୁ ଲାଳ ଗଡାଉଛି କୋଲକାତାର ‘ଝାଲମୁଢି’, ଇଂରାଜୀ ବାବୁଙ୍କ ଠେଲାକୁ ନେଇ ହେଉଛି ଚର୍ଚ୍ଚା

ଲଣ୍ଡନ,୨୧।୧୧: ଆମେ ଖାଦ୍ୟ ବିଷୟରେ ଆଲୋଚନା କରିବା ବେଳେ କେହି କେବେ କୋଲକାତାକୁ ଭୁଲି ପାରନ୍ତି ନାହିଁ ବୋଲି କହାଯାଏ। ପଶ୍ଚିମବଙ୍ଗରେ ବିଭିନ୍ନ ପ୍ରକାରର ଖାଦ୍ୟ...

ଭିଣୋଇଙ୍କ ସହ ଥିଲା ଅନୈତିକ ସମ୍ପର୍କ, ବିବାହ ମଣ୍ଡପରେ କନ୍ୟାଙ୍କ ଭିଡିଓ ଚଲାଇଦେଲେ ବର, ତା’ପରେ…

ବିବାହ ମଣ୍ଡପରେ କନ୍ୟାର କାରନାମା ଭିଡିଓ ମାଧ୍ୟମରେ ଦେଖାଯାଏ, ତେବେ କ’ଣ ହେବ? ଚାଇନାର ଏପରି ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବର...

ଶିଶୁ ହସିଲେ ଦୁନିଆ ହସିବ

ଆଜିର ଶିଶୁ ଭବିଷ୍ୟତର ନାଗରିକ ଓ ସେହି କ୍ରମରେ ଆଜିର ଶିଶୁଟିଏ ହସିଲେ ନିଶ୍ଚୟ ଆସନ୍ତାକାଲି ଦେଶ ହସିବ। ତେଣୁ ଦେଶରେ ଶିଶୁଟିଏ ସୁରକ୍ଷିତ ଭାବରେ...

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ...

Gmail ରେ ଷ୍ଟୋରେଜ ଫୁଲ୍‌ ହୋଇଯାଇଛି କି? ଜାଣି ନିଅନ୍ତୁ ଉପାୟ

ନୂଆଦିଲ୍ଲୀ,୧୯।୧୧: Gmail ଷ୍ଟୋରେଜ ଫୁଲ ହେବା ଏକ ସାଧାରଣ ସମସ୍ୟା । ଆପଣଙ୍କୁ ଜଣାଇଦେଉଛୁ ଯେ, ଗୁଗୁଲ ଦ୍ୱାରା ପ୍ରତ୍ୟେକ ଉପଭୋକ୍ତାଙ୍କୁ କେବଳ ୧୫ GB...

ପୁରୁଷଙ୍କୁ ମଧ୍ୟ ସମ୍ମାନ ଦେବା ଜରୁରୀ

ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଏ। ୬୦ରୁ ଅଧିକ ଦେଶ ପୁରୁଷ ଦିବସ ପାଳନ କରନ୍ତି। ଏହି ଅବସରରେ ଅନେକ ପ୍ରକାରର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri