ପଦ୍ମପୁର ଉପନିର୍ବାଚନ: ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ

ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍‌ ୩୧୯ଟି ବୁଥ୍‌ରେ ଭୋଟ୍‌ ଗ୍ରହଣ ଚାଲିଛି। । ତେବେ ଅପରାହ୍ନ ୧ଟା ସୁଦ୍ଧା ଏହି ନିର୍ବାଚନ ମଣ୍ଡଳୀରେ ୪୬.୯୬ ପ୍ରତିଶତ ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ଉକ୍ତ ନିର୍ବାଚନ ମଣ୍ଡଳୀରେ ୨ଲକ୍ଷ ୫୭ହଜାର ୪୭୪ ଭୋଟର ଥିବାବେଳେ ୧୦ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri