Categories: ଜାତୀୟ

ଲଦାଖରେ ଭୂକମ୍ପ

ଲେହ.୧୬।୨: କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବୁଧବାର ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ରହିଛି। ସନ୍ଧ୍ୟା ୭.୦୫ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ। ଭୂକମ୍ପ ଅନୁଭୂତ ହେବାପରେ ଲୋକେ ଭୟରେ ଘର ବାହାରକୁ ପଳାଇ ଆସିଥିଲେ।

Share