ହୋଲିରେ ଗୋଷ୍ଠୀ ସଂଘର୍ଷ: ୫ ଆହତ

ଦିଗପହଣ୍ଡି,୧୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ତିତିଖଣ୍ଡିି ଗ୍ରାମରେ ଶନିବାର ମଧ୍ୟାହ୍ନରେ ହୋଲିଖେଳକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି। ଗ୍ରାମର ଦଳିତ ସାହିର ନିଶାସକ୍ତ ଦୁଇ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ପ୍ରଥମେ ବଚସାରୁ ସଂଘର୍ଷ ଘଟିଥିଲା। ଏଥିରେ ଉଭୟ ପକ୍ଷର ୫ ଜଣ ଯୁବକ ଆହତ ହୋଇଛନ୍ତି। ଖବର ପାଇ ପାଟପୁର ପୋଲିସ ଟିମ୍‌ ଗ୍ରାମରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଆହତମାନଙ୍କୁ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଏନେଇ ଉଭୟପକ୍ଷ ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ଦୀପ୍ତିରଞ୍ଜନ ବେହେରା ଏତଲାକୁ ଭିତ୍ତିକରି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ନିରୀକ୍ଷକ ଲାଞ୍ଚ ନେବା ଭିଡ଼ିଓ ଭାଇରାଲ୍‌ ଘଟଣା: ଉପଜିଲାପାଳଙ୍କୁ ତଦନ୍ତ ତିପୋର୍ଟ ପ୍ରଦାନ

ଛତ୍ରପୁର, ୨୧।୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ପାତ୍ରପୁର ବ୍ଲକର ଯୋଗାଣ ନିରୀକ୍ଷକଙ୍କ ଲାଞ୍ଚ ନେବା ଏକ ଭିଡ଼ିଓ ରେକର୍ଡିଙ୍ଗ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା।...

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ...

ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ...

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା...

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି...

ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି...

ଓଡ଼ିଶାର ଟପ୍ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image