Categories: ଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୫ ମୃତ, ୩ ଆହତ

ମୁମ୍ବାଇ,୧୮।୧୧: ମୁମ୍ବାଇ-ପୁଣେ ଏକ୍ସପ୍ରେସୱେ ଖୋପଲି ଅଞ୍ଚଳ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଅନ୍ୟ ଏକ କାର୍‌ ସହ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୩ ଜଣ ଆହତ ମଧ୍ୟ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲ ଯିବା ବାଟରେ ଜଣଙ୍କର ମୃତ୍ୟୁ ହୋଇଛି।

Share