ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୫ ଗେଟ୍‌

ସମ୍ବଲପୁର ଅଫିସ,୨୪।୯: ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌ ବନ୍ଦ ହେଲା। ବର୍ତ୍ତମାନ ସୁଦ୍ଧା ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୨୯ ଫୁଟ୍‌ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫୮ ହଜାର ୩୭୭ କ୍ୟୁସେକ୍‌ ଜଳ ।

Share