ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।

Share