ତିମି ସହ ଧକ୍କା ଦେଇ ଓଲଟି ପଡ଼ିଲା ବୋଟ୍‌, ୫ ଜଣଙ୍କ ଜୀବନ ଗଲା

ଓ୍ବେଲିଂଟନ,୧୦ା୯: ନ୍ୟୁଜିଲାଣ୍ଡର ଏକ ଚାର୍ଟର ବୋଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଟ୍‌ଟି କାଇକୌରାର ସାଉଥ୍‌ ଆଇଲାଣ୍ଡ ସହର ନିକଟରେ ଏକ ତିମି ସହ ଧକ୍କା ଦେଇ ଓଲଟି ପଡ଼ିବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି। ବୋଟ୍‌ରେ ଥିବା ଅନ୍ୟ ୬ ଜଣଙ୍କୁ ଉଦ୍ଧାର କରାଯାଇଛି। ଏନେଇ ଅଧିକ ତଦନ୍ତ କରାଯାଉଛି।

Share